ସ୍ମୃତି ମନ୍ଧାନାଙ୍କୁ ଧୋକା ଦେଲେ କି ପଲାଶ, ଭାଇରାଲ ହ୍ୱାଟ୍ସଅପ୍…
ମୁମ୍ବାଇ: ଟିମ୍ ଇଣ୍ଡିଆର ଓପନର ସ୍ମୃତି ମନ୍ଧାନା ନଭେମ୍ବର ୨୩ରେ ବଲିଉଡ ସିଙ୍ଗର ପଲାଶ ମୁଛଲଙ୍କୁ ବିବାହ କରିଥାନ୍ତେ। ସେହି ଦିନ ତାଙ୍କ ପିତାଙ୍କ ଅସୁସ୍ଥତା ଯୋଗୁଁ ବିବାହ ଅଟକି ଯାଇଥିଲା। ଏହା ପରେ ପଲାଶ ମଧ୍ୟ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ।
ଏହାରି ମଧ୍ୟରେ ସୋସିଆଲ ମିଡିଆରେ ଅନେକ…