ଭୟଙ୍କର ଗ୍ରୀଷ୍ମପ୍ରବାହ; ଚାରି ଦିନରେ ୧୦୦ ଟପିଲା ମୃତ୍ୟୁ ସଂଖ୍ୟା
ଓଡ଼ିଶା ସମ୍ବାଦ ବ୍ୟୁରୋ: ବିହାର ଏବଂ ଉତ୍ତରପ୍ରଦେଶର ଖରା ତାତି ଓ ଗରମ ଭୟଙ୍କର ଭାବେ ବଢି ଯାଇଛି। ତତଲା କଡେଇରେ ସିଝୁଛନ୍ତି ଏହି ଦୁଇ ରାଜ୍ୟର ଲୋକେ। ଉଭୟ ରାଜ୍ୟର ଅନେକ ଜିଲ୍ଲାରେ ପାରା ୪୦ ଅତିକ୍ରମ କରିଛି। ପ୍ରବଳ ଗରମ ମଧ୍ୟରେ ଗତ ଚାରି ଦିନ ମଧ୍ୟରେ ୧୦୦ ରୁ ଅଧିକ ଲୋକଙ୍କର ମୃତ୍ୟୁ…