୪୫ ଡିଗ୍ରୀରେ ଭାଜି ହେଲା ୭ ସହର, ୪୬ ଡିଗ୍ରୀ ସହ ସମ୍ବଲପୁର ସବୁଠୁ ଉତ୍ତପ୍ତ
ଭୁବନେଶ୍ୱର: ଆଜି ବି ଟକମକ୍ ହୋଇ ଫୁଟିଛି ଓଡ଼ିଶା । ଉପକୂଳରେ ଗୁଳୁଗୁଳି ସାଙ୍ଗକୁ ପଶ୍ଚିମ ଓଡ଼ିଶାରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ହୋଇଛି । ଆଜି ରାଜ୍ୟର ୭ଟି ସ୍ଥାନରେ ପାରଦ ୪୫ ଡିଗ୍ରୀ ଉପରେ ରହିଥିବା ବେଳେ ସମ୍ବଲପୁରରେ ରାଜ୍ୟର ସର୍ବୋଚ୍ଚ ଦିନ ତାପମାତ୍ରା ୪୬ ଡିଗ୍ରୀ ରେକର୍ଡ କରାଯାଇଛି ।…