ଭିଜିଲାନ୍ସ ଜାଲରେ ପୋଲିସ ବାବୁ, ୧୫ ହଜାର ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଟିମ୍
ବୌଦ୍ଧ: ଭିଜିଲାନ୍ସ ଜାଲରେ ପୋଲିସ ବାବୁ । ଲାଞ୍ଚ ନେଉଥିବା ବେଳେ ହଠାତ୍ ମାଡିବସିଲା ଭିଜିଲାନ୍ସ ଟିମ୍ । ଗଞ୍ଜେଇ ଗାଡ଼ି ରିଲିଜ ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବୌଦ୍ଧ ଜିଲ୍ଲା ବାଉଁଶୁଣି ଥାନା SI ବିକ୍ରମ କିଶୋର ଦେହୁରୀଙ୍କୁ ଧରିଛି ଭିଜିଲାନ୍ସ ।
ସୂଚନା ଅନୁସାରେ, ଗତ କିଛି ଦିନ…