ବରିଷ୍ଠ ରାଜସ୍ୱ ସହାୟକଙ୍କ ୧୫ ପ୍ଲଟ୍ ସହ ଅନ୍ୟ ସମ୍ପତ୍ତି ଠାବ
ଭୁବନେଶ୍ୱର: ମୟୂରଭଞ୍ଜ ଜିଲ୍ଲା ବାରିପଦା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବରିଷ୍ଠ ବରିଷ୍ଠ ରାଜସ୍ୱ ସହାୟକ ଭିଜିଲାନ୍ସ ଜାଲରେ ଫସିଛନ୍ତି । ବରିଷ୍ଠ ରାଜସ୍ୱ ସହାୟକ ରାମଚନ୍ଦ୍ର ସେନଙ୍କ ୫ଟି ସ୍ଥାନରେ ଭିଜିଲାନ୍ସ ରେଡ୍ କରିଥିବା ବେଳେ ବାବୁଙ୍କ ସମ୍ପତ୍ତି ସମସ୍ତଙ୍କୁ ତାଜୁବ୍ କରିଛି ।…