ଜାତୀୟ ଆନ୍ତଃରାଜ୍ୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ: ଶ୍ରାବଣୀଙ୍କୁ ପଛରେ ପକାଇଲେ ୟାରାଜୀ
ଭୁବନେଶ୍ୱର: ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ୬୨ତମ ଜାତୀୟ ଆନ୍ତଃରାଜ୍ୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପରେ ଶୁକ୍ରବାର ୧୨ରୁ ଊର୍ଦ୍ଧ୍ୱ ଆଥଲେଟ ଏସିଆନ ଗେମ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି । ତେବେ ଲୋକାଲ ଫେଭରାଇଟ ଶ୍ରାବଣୀ ନନ୍ଦ ନିରାଶ କରିଛନ୍ତି । ମହିଳା ୧୦୦ ମିଟର ଦୌଡରେ…