ମୌସୁମୀ ଛୁଇଁବା ପୂର୍ବରୁ ଜଳୁଛି ଓଡ଼ିଶା: ଝାରସୁଗୁଡ଼ା ୪୪.୮ ଡିଗ୍ରୀ, ୨୪ଟି ସ୍ଥାନରେ ୪୦ ଡିଗ୍ରୀ ଉପରେ ତାପମାତ୍ରା
ଭୁବନେଶ୍ୱର: ଓଡ଼ିଶାରେ ମୌସୁମୀ ଛୁଇଁବାରୁ ଅଳ୍ପଦିନ ବାକି ରହିଥିବା ବେଳେ ରାଜ୍ୟର ଅଧିକାଂଶ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗୁରୁବାର ୨୪ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସନ୍ଧ୍ୟା ବୁଲେଟିନ୍ ଅନୁଯାୟୀ, ଦିନରେ ୭ଟି…