ଡିସେମ୍ବର ୩୦ରେ ଅଯୋଧ୍ୟା ଯିବେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ: ଅଯୋଧ୍ୟାରେ ରାମ ମନ୍ଦିର ପ୍ରସ୍ତୁତ ହୋଇଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୨ ଜାନୁଆରୀରେ ପ୍ରାଣପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହା ପୂର୍ବରୁ ଡିସେମ୍ବର ୩୦ ତାରିଖରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ କରିବେ। ଅଯୋଧ୍ୟାରେ ପ୍ରାୟ ୧୧,୧୧୦ କୋଟିରୁ…