Latest Odisha News

BREAKING NEWS

ଗୁମ୍ଫାରେ ହୋଟେଲ : ୧୩୦୦ ଫୁଟ ତଳେ ରହିଛି ରୁମ୍‌, ଭଡା ମାସକର ଦରମା ପରି

ସାଧାରଣତଃ ଲୋକମାନେ ଅନ୍ୟ ସହର, ରାଜ୍ୟ କିମ୍ବା ଦେଶକୁ ବୁଲିବାକୁ ଯିବାବେଳେ ହୋଟେଲରେ ରହିଥାନ୍ତି । ଯିବା ପୂର୍ବରୁ ହୋଟେଲ କେମିତି, ତାର ପରିବେଶ, ତାର ସେବା ସମସ୍ତ ବିଷୟରେ ଜାଣିବା ପରେ ଲୋକେ ଯାଇଥାନ୍ତି । ତେଣୁ ପ୍ରତ୍ୟେକ ସହରରେ ଛୋଟଠୁ ବଡ଼ ପର୍ଯ୍ୟନ୍ତ ବିଭିନ୍ନ ପ୍ରକାରର ହୋଟେଲ ରହିଥାଏ…

ନିଷ୍ଟ ବ୍ରହ୍ମପୁର ପକ୍ଷରୁ ବାଲେଶ୍ୱର ଟ୍ରେନ୍ ଦୁର୍ଘଟଣା ପୀଡ଼ିତଙ୍କ ପିଲାମାନଙ୍କୁ ମାଗଣା ପାଠପଢ଼ା ସୁବିଧା

ଭୁବନେଶ୍ୱର: ନିଷ୍ଟ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ ଆଣ୍ଡ୍ ଟେକ୍ନୋଲୋଜି (ଏନ୍‌ଆଇଏସ୍‌ଟି), ବ୍ରହ୍ମପୁର ପକ୍ଷରୁ ବାଲେଶ୍ୱର ଟ୍ରେନ୍ ଦୁର୍ଘଟଣା ପୀଡ଼ିତଙ୍କ ପିଲାମାନଙ୍କୁ ମାଗଣାରେ ପାଠପଢ଼ା ସୁବିଧା ପ୍ରଦାନ କରିବା ଲାଗି ସହାୟତା ଘୋଷଣା କରାଯାଇଛି । ନିଷ୍ଟର ପ୍ରତିଷ୍ଠାତା, ଡକ୍ଟର ସୁକାନ୍ତ…

ମନ୍ନତ ଆଗରେ ଏକାଠି ହେଲେ ପ୍ରଶଂସକ, ଶାହରୁଖଙ୍କ ଷ୍ଟାଇଲ ନକଲ କରି କଲେ ରେକର୍ଡ

ମୁମ୍ବାଇ: ବଲିଉଡ୍‌ର ସବୁ ସୁପରଷ୍ଟାରଙ୍କ ଭିତରୁ କିଙ୍ଗ ଖାନ ଶାହରୁଖ ଖାଁଙ୍କ ଲୋକପ୍ରିୟତା ସବୁଠୁ ଅଧିକ । ତାଙ୍କର ପ୍ରଶଂସକଙ୍କ ସଂଖ୍ୟା ବି ବହୁତ ଅଧିକ । ନିକଟରେ ପ୍ରଶଂସକମାନେ ତାଙ୍କ ବାସଭବନ ‘ମନ୍ନତ’କୁ ଯାଇ ଏକ ନିଆରା ରେକର୍ଡ ସୃଷ୍ଟି କରିଛନ୍ତି । ଏହାକୁ ଦେଖି ନିଜେ ଶାହରୁଖ ବିମୁଗ୍ଧ…

ଆଉ ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, ମୌସୁମୀ ଅଗ୍ରସର ପାଇଁ ଅନୁକୂଳ ହେଉଛି ପାଗ…

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ପାଇଁ ଅନୁକୂଳ ହେବ ପାଗ । ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତା ୧୮ରୁ ୨୧ ଜୁନ ମଧ୍ୟରେ  ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ବ-ଭାରତର ରାଜ୍ୟ ଗୁଡିକୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ହେବାର ସମ୍ଭାବନା ରହିଛି ।…

ମୃତ୍ୟୁର ୪ ଘଣ୍ଟା ପରେ ଜୀବିତ ହୋଇ ଉଠିଲେ ମହିଳା, ଏବେ ସୁସ୍ଥ

ଇକ୍ୟୁଏଡର: ଜୀବନ ଏବଂ ମୃତ୍ୟୁ ପ୍ରକୃତରେ ଈଶ୍ୱରଙ୍କ ହାତରେ ଅଛି । ଅନେକ ଥର ଦେଖିବାକୁ ମିଳିଛି ଯେ, ଜୁଇରୁ ମୃତବ୍ୟକ୍ତି ଉଠିବା । କିନ୍ତୁ ତାଙ୍କର କିଛି ମିନିଟ୍‌ରେ ପୁଣି ମୃତ୍ୟୁ ହୋଇଯାଏ । ଏବେ ଏମିତି ଏକ ଘଟଣା ଚର୍ଚ୍ଚାକୁ ଆସିଛି, ଜଣେ ମହିଳା ମୃତ୍ୟୁବରଣ କରିବାର ୪ ଘଣ୍ଟା ପରେ ଜୀବିତ…

ମଟନ୍ ପାଇଁ ଜିଦ୍ ଧରିଲେ ବରର ସାଙ୍ଗ, ବାହା ହେବାକୁ ମନା କରିଦେଲେ କନିଆଁ

ସମ୍ବଲପୁର: ସରିଥିଲା ବେଦୀ ବନ୍ଧା । ବାଜା ରୋଷଣୀ ଧରି କନିଆଁ ଘରେ ପହଞ୍ଚିଥିଲା ବର ।  ଆଉ ମାତ୍ର କେଇ ମୁହୂର୍ତ୍ତ ପରେ ପଡ଼ିଥାନ୍ତା ହାତଗଣ୍ଠି । ହାତକୁ ଦି ହାତ ହୋଇଥାନ୍ତେ ବର, କନିଆଁ । ହେଲେ ମଟନ୍ ପାଇଁ ସବୁକିଛି ଓଲଟ ପାଲଟ ହୋଇ ଯାଇଛି । ମାଂସ ପାଇଁ ବରଯାତ୍ରୀଙ୍କ ହୋ ହଲ୍ଲା ପରେ ବାହା…

ସଞ୍ଜୟ ଦତ୍ତଙ୍କ ପ୍ରଥମ ସ୍ତ୍ରୀ ରିଚା ଶର୍ମା ଥିଲେ ବହୁତ ସୁନ୍ଦର, ଫଟୋ ସେୟାର କଲେ ଝିଅ

ମୁମ୍ବାଇ: ସଞ୍ଜୟ ଦତ୍ତଙ୍କ ଝିଅ ତ୍ରିଶଲା ଦତ୍ତ ସ୍ୱର୍ଗତ ଅଭିନେତ୍ରୀ ମାତା ରିଚା ଶର୍ମାଙ୍କ ଏକ ଚିତ୍ର ସୋସିଆଲ ମିଡିଆରେ ସେୟାର କରିଛନ୍ତି। ଯାହାକୁ ଦେଖି ପ୍ରଶଂସକ ମଧ୍ୟ ଭାବପ୍ରବଣ ହୋଇଗଲେ। ତେବେ ଏହା ପ୍ରଥମଥର ନିହେଁ ଯେ ତ୍ରିଶଲା ତାଙ୍କ ମା’ଙ୍କ ଫଟୋ ସେୟାର କରିଛନ୍ତି। ଏହା ପୂର୍ବରୁ…

ଜୁନ୍ ୧୭ରେ ଓଡ଼ିଶା ଆସିବେନି ଅମିତ୍ ଶାହ, ଦ୍ୱିତୀୟ ଥର ପାଇଁ ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ

ଭୁବନେଶ୍ୱର: ଏବେ ଓଡ଼ିଶା ଆସିବେ ନାହିଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ । ବାତ୍ୟା ‘ବିପର୍ଯ୍ୟୟ’ ଗୁଜରାଟ ମୁହାଁ ହୋଇଥିବା ବେଳେ ଆସନ୍ତାକାଲି ଉପକୂଳ ଛୁଇଁବ । ବାତ୍ୟା ଉପରେ କେନ୍ଦ୍ର ସରକାର ତୀକ୍ଷଣ ନଜର ରଖିବା ସହ ମନିଟରିଂ କରୁଛନ୍ତି । ତେଣୁ ଆସନ୍ତା ୧୭ରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ…

ଆସନ୍ତା ୧୯ରେ କଂଗ୍ରେସ ଘେରିବ ଗ୍ରୀଡକୋ କାର୍ଯ୍ୟାଳୟ

ଭୁବନେଶ୍ୱର: ଗ୍ୟାସ ଦର ବୃଦ୍ଧିକୁ ନେଇ ବିଜେଡି ଓ ବିଦ୍ୟୁତ୍ କାଟକୁ ନେଇ ବିଜେପି ରାଜନୀତି କରୁଥିବା ବେଳେ କଂଗ୍ରେସ ଦୁଇ ଦଳକୁ ସମାଲୋଚନା କରିଛି । ବୁଧବାର ସାମ୍ବାଦିକ ସମ୍ମିଳନୀରେ ପିସିସି ସଭାପତି ଉଭୟ ବିଜେଡି, ବିଜେପି ଉପରେ ବର୍ଷିଛନ୍ତି । କହିଛନ୍ତି, ବିଜେପି ଓ ବିଜେଡି ଉଭୟ ଦଳ…

ଲିଙ୍କଡିନକୁ ଟକ୍କର ଦେବ ଟ୍ୱିଟର, ଆଣୁଛି ଜବ ପୋଷ୍ଟ ଫିଚର

ଓଡି଼ଶା ସମ୍ବାଦ ବ୍ୟୁରୋ: ମାଇକ୍ରୋବ୍ଲଗିଂ ପ୍ଲାଟଫର୍ମ ଟ୍ୱିଟରରେ ଲୋକେ ନିଜର ବିଚାର ସେୟାର କରୁଥିଲେ। କିନ୍ତୁ ଏବେ ଖୁବଶୀଘ୍ର ଟ୍ୱିଟର ଏକ ନୂତନ ଫିଚର ଲଞ୍ଚ କରିବାକୁ ଯାଉଛି। ଆଗାମୀ ଦିନରେ ଟ୍ୱିଟର ଚାକିରି ଖୋଜିବାର ଏକ ନୂତନ ମାଧ୍ୟମ ହେବାକୁ ଯାଉଛି। ଏଲୋନ୍ ମସ୍କ ଟ୍ୱିଟର ଦାୟିତ୍ ଗ୍ରହଣ…