ଆସୁଛି ବାତ୍ୟା ବିପର୍ଯ୍ୟୟ: ରେଡ୍ ଆଲର୍ଟ ଜାରି କଲା ପାଣିପାଗ ବିଭାଗ, ୪୦ ହଜାରରୁ ଉର୍ଦ୍ଧ୍ୱ ସ୍ଥାନାନ୍ତର
ଗାନ୍ଧୀନଗର: ଆସନ୍ତାକାଲି ସନ୍ଧ୍ୟାରେ ଗୁଜୁରାଟର ସୌରାଷ୍ଟ୍ର ଏବଂ କଚ୍ଛ ଜିଲ୍ଲା ମଧ୍ୟଭାଗ ସହିତ ପାକିସ୍ଥାନ ଉପକୂଳବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବାତ୍ୟା ବିପର୍ଯ୍ୟୟ ଲ୍ୟାଣ୍ଡଫଲ୍ କରିବ ନେଇ ଅନୁମାନ କରାଯାଇଛି। ବର୍ତ୍ତମାନ ଏହି ଘୂର୍ଣ୍ଣିବାତ୍ୟା ପୋରବନ୍ଦରଠାରୁ ପ୍ରାୟ ୩୫୦ କିଲୋମିଟର ଦୂର…