ଆସନ୍ତାକାଲି ବିଶ୍ବକପ୍ ଫାଇନାଲ ମହାସଂଗ୍ରାମ: ବାଲୁକା କଳାରେ ଟିମ୍ ଇଣ୍ଡିଆକୁ ଶୁଭେଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ
ପୁରୀ : ସୁପର ସନଡେରେ ହେବ ସୁପର ଫାଇଟ୍ । ଆସନ୍ତକାଲି ରହିଛି ୨୦୨୩ ଦିନକିଆ ବିଶ୍ବକପର ଫାଇନାଲ ମ୍ୟାଚ୍ । ଗୁଜୁରାଟ୍ ଅହମ୍ମଦାବାଦସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏହି ମ୍ୟାଚ୍ ଅନୁଷ୍ଠିତ ହେବାକୁ ଥିବାବେଳେ କାଲି ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ହେବ ହାଇଭୋଲଟେଜ ଟକ୍କର । ଯାହାକୁ ସାରା…