ତଳମୁହାଁ ହେଉଛି ଶୀତ ପ୍ରକୋପ : ଆଜି ୧୦ ଡିଗ୍ରୀ ତଳେ ୩ ସହର
ଭୁବନେଶ୍ବର : କମୁଛି ପାରଦ ଆଉ ବଢୁଛି ଶୀତ । ରାଜ୍ୟରେ ଶୀତର କୋପ ଏବେ ତଳମୁହାଁ ହେବାରେ ଲାଗିଛି। ଆଜି୧୦ ଡିଗ୍ରୀ ତଳେ ରହିଛି ୩ଟି ସହର । ୭ ଡିଗ୍ରୀ ତାପମାତ୍ରା ସହ କୋରାପୁଟ ପାଲଟିଛି ସବୁଠୁ ଥଣ୍ଡା ସହର । ସେହିପରି ଦାରିଙ୍ଗବାଡ଼ି ରେ ୮.୫ ଡିଗ୍ରୀ ଓ ସିମିଳିଗୁଡ଼ାରରେ ୯ ଡିଗ୍ରୀ…