ମୋ କାରକୁ ଅଟକାଇବା, ରାଜ୍ୟ ସରକାରଙ୍କ ବିଦ୍ବେଷ ମନୋଭାବକୁ ଦର୍ଶାଉଛି: ଅପରାଜିତା
ଭୁବନେଶ୍ୱର: ରାଜଧାନୀର ବୁଦ୍ଧେଶ୍ୱରୀ କଲୋନୀ ଦେଇ ସାଂସଦ ଅପରାଜିତା ଷଡ଼ଙ୍ଗୀ ଯାଉଥିବା ବେଳେ କିଛି ଲୋକ ଆସି ତାଙ୍କ କାର ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ରାସ୍ତା ଅବରୋଧ କରିବା ପରେ ଅପରାଜିତା ଷଡ଼ଙ୍ଗୀ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିର ସମ୍ମୁଖୀନ ହୋଇଛନ୍ତି।
ଅପରାଜିତା…