ପାର୍କ ଉଦଘାଟନ କରିବାକୁ ଯାଇ ହଟହଟା ହେଲେ ବିଧାୟକ : ଗାଁ ଲୋକ କହିଲେ ଆଗ ରାସ୍ତା ମରାମତି , ପରେ ପାର୍କ
ଲାଞ୍ଜିଗଡ : ଆଗେ ରାସ୍ତା ମରାମତି କର , ତା ପରେ ବିଧାୟକଙ୍କୁ ଗାଁ ଭିତରକୁ ପଶିବାକୁ ଦେବୁ । ଏହା ଥିଲା କିଛି ଗାଁ ଲୋକଙ୍କ ଦାବି । ଏମିତି କିଛି ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ନିୟମଗିରି ପାହାଡର ପାଦଦେଶରେ ଥିବା ତ୍ରିଲୋଚପୁରର ଗାଁ ରେ । ଏଠାରେ ଗାଁକୁ ସଂଯୋଗ…