୧୦ ଡିଗ୍ରୀ ତଳେ ୮ ସହର : ୬.୬ ଡିଗ୍ରୀ ସହ କୋରାପୁଟ ସବୁଠୁ ଥଣ୍ଡା ସହର
ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି । ରାତିର ତାପମାତ୍ରା ରେ ସାମାନ୍ୟ ବୃଦ୍ଧି ଘଟିଛି । ଆଜି ୧୦ ଡିଗ୍ରୀ ତଳେ ରହିଛି ୮ ସହରର ତାପମାତ୍ରା । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ୬.୬ ଡିଗ୍ରୀ ସହ କୋରାପୁଟ ସବୁଠୁ ଥଣ୍ଡା ସହର ପାଲଟିଛି ।…