ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ; ୪ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା…
ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଯାହାକୁ ନେଇ ସୋମବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା।
ବିମାନବନ୍ଦର ନିର୍ଦ୍ଦେଶକ, ଡେପୁଟି ପୋଲିସ କମିଶନର (ଟ୍ରାଫିକ୍) ଏବଂ ଡିଆଇଜି (CISF)ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରସ୍ତୁତି…