ଆଇଆଇଟି ଭୁବନେଶ୍ୱରରେ ଭର୍ଚ୍ଚୁଆଲ ଏବଂ ଅଗମେଣ୍ଟେଡ୍ ରିଆଲିଟି ସେଣ୍ଟର ଉଦଘାଟିତ
ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଆଇଆଇଟି ଭୁବନେଶ୍ୱରରେ ଭର୍ଚ୍ଚୁଆଲ ଏବଂ ଅଗମେଣ୍ଟେଡ୍ ରିଆଲିଟି ସେଣ୍ଟର ଅଫ୍ ଏକ୍ସଲେନ୍ସ ଉଦଘାଟନ କରିଛନ୍ତି । ଏହା ସେଣ୍ଟର ବିଭିନ୍ନ କ୍ଷେତ୍ରରେ ଡିଜିଟାଲ ପରିବର୍ତ୍ତନ ତ୍ୱରାନ୍ୱିତ କରିବ…