ଜାତୀୟ ପ୍ରେସ ଦିବସ: ମୁକ୍ତ ଗଣମାଧ୍ୟମ ସୁସ୍ଥ ଗଣତନ୍ତ୍ରର ଏକ ଅବିଚ୍ଛେଦ୍ୟ ଅଙ୍ଗ
ଭୁବନେଶ୍ଵର: ଆଜି ଜାତୀୟ ପ୍ରେସ ଦିବସ । ସାମ୍ବାଦିକମାନେ ହେଲେ ସମାଜର ଜାଗ୍ରତ ପ୍ରହରୀ | ଯଦି ଜାଗ୍ରତ ପ୍ରହରୀ ନିଜ କର୍ତ୍ତବ୍ୟରୁ ବିଚ୍ୟୁତ ହୁଏ ତେବେ ସମାଜ ଆଗକୁ ବଢିପାରେ ନାହିଁ। ନିରପକ୍ଷ ଓ ନିର୍ଭୀକ ସମ୍ବାଦ ପରିବେଷଣ ସବୁ ସାମ୍ବାଦିକଙ୍କ ଆଭିମୁଖ୍ଯ ହେବା ଉଚିତ୍ । ମୁକ୍ତ ଗଣମାଧ୍ୟମ…