Latest Odisha News

BREAKING NEWS

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

ନବରଙ୍ଗପୁର: ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ଉଦ୍ଧାର । ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ ଇନ୍ଦ୍ରାବତୀ ପ୍ରକଳ୍ପ କଲୋନି ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ଖାତିଗୁଡା ପୋଲିସ । ମୃତକ ହେଲେ ଖାତିଗୁଡା ଗ୍ରାମର ପଦ୍ମନ ଦଳେଇଙ୍କ ପୁଅ ଟଙ୍କଧର ଦଳେଇ । ସୂଚନା…

‘ଉନ୍ନତମାନର ସ୍ୱାସ୍ଥ୍ୟସେବା ଯୋଗାଇବା ପାଇଁ ଆରମ୍ଭ ହୋଇଛି ‘ଆମ ହସ୍ପିଟାଲ’ ଯୋଜନା’

ଭୁବନେଶ୍ୱର: ସରକାରୀ ଡାକ୍ତରଖାନାରେ ରୋଗୀଙ୍କୁ ଉନ୍ନତମାନର ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାରଙ୍କ ନୂଆ ଯୋଜନା ହେଉଛି 'ଆମ ହସ୍ପିଟାଲ ଯୋଜନା'। ଏହି ଯୋଜନାରେ ଡାକ୍ତରଖାନାର ଉନ୍ନତିକରଣ ସହିତ ରୋଗୀ ଓ ଅନ୍ୟାନ୍ୟ ସେବା ପାଇଁ ସମସ୍ତ ମୌଳିକ ସୁବିଧାକୁ ବ୍ୟବସ୍ଥିତ କରାଯିବ।…

ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲା: ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ୍‌ ଓ ଜରିମାନା

ଫୁଲବାଣୀ: ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ଜେଲ୍‌ ଓ ଜରିମାନା । ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରାଜଜ ଏବଂ ସ୍ଵତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା ଏକ ଅପହରଣ ଓ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ସଶ୍ରମ…

ଆଦିବାସୀ ଜମି ଅଣ ଆଦିବାସୀଙ୍କୁ ହସ୍ତାନ୍ତର କରିହେବ: ସରକାରଙ୍କ ଉଦ୍ଦେଶ୍ୟକୁ ନେଇ ଘେରିଲେ ବିରୋଧୀ

ଭୁବନେଶ୍ୱର: ଆଦିବାସୀଙ୍କ ଜମି ଅଣଆଦିବାସୀଙ୍କୁ ହସ୍ତାନ୍ତର ପାଇଁ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିକୁ ନେଇ ବିରୋଧୀ କଂଗ୍ରେସ ଓ ବିଜେପି ତୀବ୍ର ସମାଲୋଚନା କରିଛନ୍ତି। ଅନୁସୂଚିତ ଜନଜାତିଙ୍କ ଜମି ହସ୍ତାନ୍ତର ଓ ବନ୍ଧକ ରଖିବାର ସୁବିଧା ପାଇଁ ରାଜ୍ୟ କ୍ୟାବିନେଟ୍ ଓଡ଼ିଶା ତଫସିଲଭୁକ୍ତ…

୨୦୨୪ ଲୋକସଭା ନିର୍ବାଚନ ପରେ କେନ୍ଦ୍ରରେ ମେଣ୍ଟ ସରକାର ଗଠନ ହେବ: କେସିଆର

ହାଇଦ୍ରାବାଦ: ଭାରତ ରାଷ୍ଟ୍ର ସମିତି (ବିଆରଏସ୍) ସଭାପତି ତଥା ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ବୁଧବାର ନିଜାମାବାଦରେ ଏକ ଜନସଭାକୁ ସମ୍ବୋଧିତ କରିବା ସମୟରେ ଏକ ଭବିଷ୍ୟବାଣୀ କରିଛନ୍ତି ଏବଂ କହିଛନ୍ତି ଯେ ୨୦୨୪ ଲୋକସଭା ନିର୍ବାଚନ ପରେ କେନ୍ଦ୍ରରେ ମେଣ୍ଟ ସରକାର ଗଠନ ହେବ।…

ଓଡ଼ିଶା ଓ ଭିଏତ୍‌ନାମର ଭିନ୍‌ ଲଙ୍ଗ୍‌ ରାଜ୍ୟ ମଧ୍ୟରେ ବ୍ୟବସାୟ ଭିତ୍ତିକ ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର: ରାଜ୍ୟ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ସହ ଭିଏତ୍‌ନାମ୍‌ର ଭିନ୍‌ ଲଙ୍ଗ ରାଜ୍ୟ ମଧ୍ୟରେ ବ୍ୟବସାୟ ଭିତ୍ତିକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି। ଇଡ୍‌କୋ ସମ୍ମିଳନୀ କକ୍ଷରେ ଉଭୟ ରାଜ୍ୟର ଏମ୍‌ଏସ୍‌ଏମ୍‌ଇ/ଶିଳ୍ପ ବିଭାଗର କର୍ତ୍ତୃପକ୍ଷ ବୁଝାମଣାପତ୍ରରେ ସ୍ୱାକ୍ଷର…

ରେଳ ଧାରଣାରେ ପଶୁ ଜନିତ ଦୁର୍ଘଟଣା ଏଡ଼ାଇବାକୁ ପୂର୍ବତଟ ରେଳପଥର ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ବର: ରେଳ ଧାରଣା ଉପରେ ଘଟୁଥିବା ଅଘଟଣ କମ୍ କରିବାକୁ ପୂର୍ବ ତଟ ରେଳପଥ ଏହାର ପରିସୀମା ମଧ୍ୟରେ ବିଭିନ୍ନ ପଦକ୍ଷେପ ହାତକୁ ନେଇଛି । ଅନେକ ସମୟରେ ରେଳ ଧାରଣାରେ ଗୃହପାଳିତ ପଶୁ ବିଚରଣ କରିବା ଦ୍ବାରା ଦୁର୍ଘଟଣା ଘଟୁଛି । ତେବେ ପୂର୍ବତଟ ରେଳପଥ ପକ୍ଷରୁ ଦୁର୍ଘଟଣାକୁ ଏଡ଼ାଇବା ଏବଂ ରେଳ…

ଝୁଲନ୍ତା ଅବସ୍ଥାରେ ନବମ ‌ଶ୍ରେଣୀ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ମାଲକାନଗିରି: ବୁଧବାର ମାଲକାନଗିରି ଜିଲ୍ଲାର ଏକ ସ୍କୁଲ ହଷ୍ଟେଲରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୋଟୁସ୍ଥିତ ମଧୁସୂଦନ ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ନିଜ ହଷ୍ଟେଲରେ ଝୁଲିପଡ଼ିଥିବା ନେଇ ସୂଚନା ମିଳିଛି। ମୃତଦେହ ଉଦ୍ଧାର ହୋଇଥିବା ଛାତ୍ରୀଙ୍କର ନାମ…

‘ତେଲେଙ୍ଗାନାରେ କଂଗ୍ରେସ ଜିତିଲେ ୬ ମାସରେ ଥରେ ଜଣେ ମୁଖ୍ୟମନ୍ତ୍ରୀ ହେବେ’

ଭୁବନେଶ୍ୱର: ତେଲେଙ୍ଗାନାରେ ମତଦାନ ତାରିଖ ପାଖେଇ ଆସୁଥିବାବେଳେ ପ୍ରଚାର ମଧ୍ୟ ଜୋରଦାର ଚାଲିଛି। ଏହି ଅବସରରେ ରାଜନୈତିକ ଆକ୍ଷେପ ପ୍ରତିଆକ୍ଷେପ ମଧ୍ୟ ଜୋର ଧରିଛି। ବିଶେଷ କରି ବିଆରଏସ କଂଗ୍ରେସ ମଧ୍ୟରେ ଲଢେ଼ଇ ଜୋରଦାର ଦେଖିବାକୁ ମିଳୁଛି। କଂଗ୍ରେସ ବିଆରଏସକୁ ଟାର୍ଗେଟ କରିବା ସହ ନିଜର…

ପାକିସ୍ତାନ କ୍ରିକେଟ ଟିମ ଅଧିନାୟକ ପଦରୁ ଇସ୍ତଫା ଦେଲେ ବାବର ଆଜମ

ଲାହୋର: ଭାରତରେ ଚାଲିଥିବା ଦିନିକିଆ ବିଶ୍ୱକପରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ପାକିସ୍ତାନ କ୍ରିକେଟ ଟିମର ଅଧିନାୟକ ବାବର ଆଜମ ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି । ସେ ୩ଟି ଯାକ ଫର୍ମାଟର ନେତୃତ୍ୱ ପଦରୁ ଓହରି ଯାଇଛନ୍ତି । ୨୦୧୯ରେ ମୋତେ ଅଧିନାୟକ ଦାୟିତ୍ୱ ପ୍ରଦାନ କରାଯାଇଥିଲା ।…