ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ, ଘରୁ ମିଳିଲା ପୁଳା ପୁଳା ସୁନା ଗହଣା
ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ଭୁବନେଶ୍ୱରର ମୁଖ୍ୟ ଯୋଗାଣ ବିଭାଗ ଅଧିକାରୀ । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ କୁମାର ଗନ୍ତାୟତଙ୍କ ଭୁବନେଶ୍ୱର ଓ ଗଞ୍ଜାମ ବାସଭବନ ସମେତ ୮ଟି ସ୍ଥାନରେ ଭିଜିଲାନ୍ସ ରେଡ୍ କରୁଛି। ଚଢ଼ାଉ ବେଳେ କିଛି ଗୁରୁତ୍ୱପୂର୍ଣ୍ଣ…