ଯାଜପୁର ରୋଡ୍ ରେଳ ଷ୍ଟେସନରେ ଅଘଟଣ, ଇଞ୍ଜିନ୍ ନଥିବା ମାଲଗାଡ଼ି ନେଲା ୬ ଜୀବନ
ଯାଜପୁର: ଭାଗ୍ୟ ହେଲା ବଇରୀ । ବର୍ଷା ନେଇଗଲା ଜୀବନ । ବାହାନଗା ରେଳ ଦୁର୍ଘଟଣା ମନରୁ ଲିଭି ନଥିବା ବେଳେ ପୁଣି ଯାଜପୁରରୁ ଆସିଛି ଦୁଃଖଦ ଖବର । କାଳବୈଶାଖୀ ବର୍ଷାରୁ ରକ୍ଷା ପାଇବା ପାଇଁ ପ୍ରାୟ ଟ୍ରେନ୍ ଟ୍ରାକରେ କାମ କରୁଥିବା ପ୍ରାୟ ୭ ଜଣ ଶ୍ରମିକ ଛିଡ଼ା ହୋଇଥିବା ମାଲବାହୀ ଟ୍ରେନ୍ ତଳେ…