୨୧ରେ ବିଧାନସଭା ଉପବାଚସ୍ପତି ନିର୍ବାଚନ : ସମସ୍ତ ସଦସ୍ୟଙ୍କୁ ଚିଠି ଲେଖି ଜଣାଇଲେ ବିଧାନସଭା ସଚିବ
ଭୁବନେଶ୍ବର : ନଭେମ୍ବର ୨୧ ତାରିଖରେ ବିଧାନସଭା ଉପବାଚସ୍ପତି ନିର୍ବାଚନ । ୨୧ ତାରିଖ ସକାଳ ୯ଟା ୩୦ରେ ଭୋଟ୍ ଗ୍ରହଣ ହେବ । ଏଥିଲାଗି ୨୦ ତାରିଖରେ ନାମାଙ୍କନ ଦାଖଲ ହେବ । ଏ ନେଇ ସମସ୍ତ ସଦସ୍ୟଙ୍କୁ ଚିଠି ଲେଖିଛନ୍ତି ବିଧାନସଭା ସଚିବ । ରଜନୀକାନ୍ତ ସିଂହଙ୍କ ଇସ୍ତଫା ପରେ ପଦବୀ ଖାଲି…