ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲେ କୁନି ଝିଅ ସହ ପରିବାରର ୩ ସଦସ୍ୟ
ଧାନବାଦ:ଝାରଖଣ୍ଡ ଧାନବାଦରେ ଭୟଙ୍କର ଅଗ୍ନିକାଣ୍ଡରେ ତିନି ଜଣଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଦୁଇଜଣ ମହିଳା ଏବଂ ଜଣେ ୪ବର୍ଷର ଶିଶୁ ଅଛନ୍ତି । ସମସ୍ତେ ଗୋଟିଏ ପରିବାରର । ଏକ ଦୋକାନରେ ନିଆଁ ଲାଗିଯିବା କାରଣରୁ ଏକାଧିକ ଲୋକ ଫସି ରହିଥିଲେ । ସମସ୍ତଙ୍କୁ ଡାକ୍ତରଖାନାରେ…