ବିଗିଡିଲା ଅଭିନେତ୍ରୀ ତନୁଜାଙ୍କ ସ୍ବାସ୍ଥ୍ୟବସ୍ଥା, ଆଇସିୟୁରେ ଭର୍ତ୍ତି
ମୁମ୍ବାଇ : ବଲିଉଡ୍ର ଭେଟେରାନ ଅଭିନେତ୍ରୀ ତନୁଜା । ସେ ହେଉଛନ୍ତି ବଲିଓଡର ଲୋକପ୍ରିୟ ଅଭିନେତ୍ରୀ କାଜୋଲଙ୍କ ମା’ । ବାର୍ଦ୍ଧକ୍ୟଜନିତ ବିଭିନ୍ନ ରୋଗ ଯୋଗୁଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଉଛି । ମୁମ୍ବାଇ ଜୁହୁ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଛି ।…