କାର୍ ଦୁର୍ଘଟଣାରେ ଚାଲିଗଲା ସ୍ବାମୀ , ସ୍ତ୍ରୀଙ୍କ ଜୀବନ
ଭୁବନେଶ୍ବର : ଭୁବନେଶ୍ବର ଲିଙ୍ଗରାଜ ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । କାର୍ ଦୁର୍ଘଟଣାରେ ଚାଲିଗଲା ସ୍ବାମୀ , ସ୍ତ୍ରୀଙ୍କ ଜୀବନ । ଜଣେ ମଦ୍ୟପ କାର୍ ଡ୍ରାଇଭର ଏଭଳି କାଣ୍ଡ ଘଟଣାଇଛନ୍ତି । ଉଭୟ ସ୍ବାମୀ ଏବଂ ସ୍ତ୍ରୀ ଦିଗପହଣ୍ଡିରୁ ଦୀପ ଏବଂ କାଠ ବିକ୍ରି କରିବାକୁ ଆସିଥିବାବେଳେ…