ଉତ୍ତରାଖଣ୍ଡରେ ସୁଡଙ୍ଗ ଭୁଶୁଡିବା ଘଟଣା: ଫସିିଥିବା ୪୦ ଶ୍ରମିକଙ୍କ ଭିତରେ ୫ ଓଡ଼ିଆ,ସମସ୍ତେ ସୁରକ୍ଷିତ
ନୂଆଦିଲ୍ଲୀ:ଉତ୍ତରାଖଣ୍ଡର ଉତ୍ତରକାଶୀରେ ରବିବାର ହୋଇଥିବା ସୁଡଙ୍ଗ ଭୁଶୁଡି ପଡିବା ଯୋଗୁ ଭିତରେ ୪୦ ଜଣ ଶ୍ରମିକ ଫସି ରହିଛନ୍ତି । ସେମାନଙ୍କ ମଧ୍ୟରେ ୫ ଜଣ ଓଡ଼ିଆ ଥିବା ଜଣାଯାଇଛି । ସମସ୍ତେ ସୁରକ୍ଷିତ ଅଛନ୍ତି । ବ୍ରହ୍ମଖାଲ-ଯମୁନେତ୍ରୀ ରାଷ୍ଟ୍ରୀୟ ରାଜମାର୍ଗରେ ଏକ ନିର୍ମାଣାଧୀନ…