କିଟ୍ ଓ କିସ୍ର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: କିଟ୍ ଓ କିସ ପକ୍ଷରୁ ଏହାର କର୍ମଚାରୀଙ୍କ ପିଲାମାନଙ୍କ ନିମନ୍ତେ ପ୍ରତିଷ୍ଠା କରାଯାଇଥିବା ସେଫାଳୀ କ୍ରେଚ୍, କିଟ୍ ପବ୍ଲିକ ସ୍କୁଲ୍ ଏବଂ ସର୍ବସାଧାରଣଙ୍କ ନିମନ୍ତେ ଜୟନ୍ତ ମହାପାତ୍ର ପବ୍ଲିକ୍ ଲାଇବ୍ରେରୀ, ବାବା ନାରାୟଣ ଦାସ ପ୍ରସାଦ ସେବନ କେନ୍ଦ୍ର, କିଟ୍ ସୋଭିନିର…