ଟ୍ରେନ ଦୁର୍ଘଟଣାସ୍ଥଳରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି, ସ୍ଥିତିର ସମୀକ୍ଷା କଲେ
ବାଲେଶ୍ୱର: ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ହୋଇଥିବା ଭୟଙ୍କର ଟ୍ରେନ ଦୁର୍ଘଟଣା ପରେ ଘଟଣାସ୍ଥଳରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାହାନଗାରେ ଥିବା ହେଲିପ୍ୟାଡରେ ପ୍ରଧାନମନ୍ତ୍ରୀ ପହଞ୍ଚିବା ପରେ ସେଠାରୁ ଦୁର୍ଘଟଣାସ୍ଥଳକୁ ଯାଇଛନ୍ତି । ବାୟୁସେନାର ଏକ…