Latest Odisha News

BREAKING NEWS

କର୍ଣ୍ଣାଟକରେ ୟେଦ୍ୟୁରପ୍ପାଙ୍କୁ ଦୁରେଇ ଦେଇଥିଲେ, କଂଗ୍ରେସ ଡରରେ ପୁଣି ଆପଣାଇଲେ !

ଭୁବନେଶ୍ୱର: କର୍ଣ୍ଣାଟକ ରାଜନୀତି ଏବେ ପୁଣିଥରେ ଚଳଚଞ୍ଚଳ ହୋଇଉଠିଛି। ଗତ ବିଧାନସଭା ନିର୍ବାଚନ ବେଳେ ଯେଭଳି କର୍ଣ୍ଣାଟକ ରାଜନୀତିକୁ ନେଇ ସାରା ଦେଶରେ ଚର୍ଚ୍ଚା ହେଉଥିଲା ଏବେ ବି ସେମିତି ଚର୍ଚ୍ଚା ହେଉଛି। ଏ ଭିତରେ ବିଜେପି ଓ ଜେଡିଏସର ବହୁ ନେତା ଆସନ୍ତା ୧୫ ତାରିଖରେ କଂଗ୍ରେସରେ…

‘ଫାଇଭ ଫିଙ୍ଗର ପଲିସି’ କୁ କାର୍ଯ୍ୟକାରୀ କରିବାକୁ ଚାହୁଁଛନ୍ତି କି ଡ୍ରାଗନ ସରକାର?

ନୂଆଦିଲ୍ଲୀ: ଭାରତର ପଡୋଶୀ ତଥା ବନ୍ଧୁ ଦେଶ ଭୁଟାନର ରାଜା ଜିଗମେ ଖେସର ନାମଗେଲ ୱାଙ୍ଗଚୁକଙ୍କ ଭାରତ ଗସ୍ତ ଶେଷ ହୋଇଛି । କିନ୍ତୁ ଭାରତର ଚିନ୍ତା ଏପର୍ଯ୍ୟନ୍ତ ଶେଷ ହୋଇନାହିଁ । ତାଙ୍କର ଭାରତ ଗସ୍ତରୁ ଅନେକ ଅର୍ଥ ଅନୁମାନ କରାଯାଉଛି । ଭୁଟାନ ରାଜା ଏକ ସମୟରେ ଭାରତ ଆସିଥିଲେ ଯେତେବେଳେ ଚୀନ୍…

ନୂଆବର୍ଷରେ ନୂଆ ପୋଲିସ ମୁଖିଆ ପାଇବ ରାଜ୍ୟ: ଡିସେମ୍ବର ୩୧ରେ ସରୁଛି ସୁନୀଲ ବଂଶଲଙ୍କ କାର୍ଯ୍ୟକାଳ

ଭୁବନେଶ୍ବର: ନୂଆ ବର୍ଷରେ ନୂଆ ପୋଲିସ ମୁଖିଆ ପାଇବ ରାଜ୍ୟ । ବର୍ତ୍ତମାନର ପୋଲିସ ଡ଼ିଜି ସୁନୀଲ ଵଂଶଲଙ୍କର କାର୍ଯ୍ୟକାଳ ଡିସେମ୍ବର ୩୧ ରେ ଶେଷ ହେବାକୁ ଯାଉଛି । ପରବର୍ତ୍ତୀ ନୂଆ ପୋଲିସ ଡିଜି କିଏ ହେବେ ସେ ନେଇ ଚର୍ଚ୍ଚା ଜୋର ଧରିଛି । ଏହାରି ଭିତରେ ନୂଆ ପୋଲିସ ଡ଼ିଜିଙ୍କ ପାଇଁ ୭…

ଡାଲ ହ୍ରଦର ହାଉସବୋଟରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

ଶ୍ରୀନଗର: ଜମ୍ମୁ-କାଶ୍ମୀରର ପ୍ରସିଦ୍ଧ ଡାଲ ହ୍ରଦରେ ହୁ ହୁ ହୋଇ ଜଳିଗଲା ହାଉସବୋଟ୍ ଗୁଡିକ । ଗତକାଲି ରାତିରେ ଡାଲ୍ ହଦ୍ରରେ ଥିବା ଏକାଧିକ ବୋଟ୍‌ ରେ ନିଆଁ ଲାଗିଯାଇଥିଲା । ଫଳରେ ବୋଟ୍ ଗୁଡିକ ଜଳି ପୋଡ଼ି ପାଉଁଶ ହୋଇ ଯାଇଛି । ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା କେହି ମୃତହାତ ହୋଇଥିବାର…

କାଳ ହେଲା କି ଅନଲାଇନ୍ ଗେମ୍ ? ଝୁଲନ୍ତା ଅବସ୍ଥାରେ ଯୁକ୍ତ ଦୁଇ ଛାତ୍ରଙ୍କ ମୃତଦେହ ଉଦ୍ଧାର

ସୋର : ମୋବାଇଲ ଆଜିର ସମୟରେ ମୋବାଇଲ ଯୁବପୀଢିଙ୍କୁ ବିପଦଗାମୀ କରୁଛି । ଆଜି ମଧ୍ୟ ସେମିତି କିଛି ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ସୋର ଥାନା ଅରଡା ଗାଁରେ । ଅନଲାଇନ୍ ଗେମ ଯୋଗୁଁ ଜଣେ ଛାତ୍ରର ଜୀବନ ଯାଇଛି । ମୃତକ ଯୁକ୍ତ ଦୁଇରେ ପାଠ ପଢୁଥିବା ଆଶିଷ କୁମାର ମଳିକ ବୋଲି ଜଣାପଡିଛି…

ଯାତ୍ରୀବାହୀ ବସରେ ବାଣ ନେଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ: ଡେପୁଟି ଫାୟାର ଅଫିସର

ଭୁବନେଶ୍ୱର: କୋଲକାତାରୁ ଓଡ଼ିଶା ଆସୁଥିବା ବସରେ ଗତ ରାତିରେ ଘଟିଥିବା ଅଗ୍ନିକାଣ୍ଡ ଘଟଣା ପରେ ଚେତିଛନ୍ତି ଓଡ଼ିଶାର ଅଗ୍ନିଶମ ବିଭାଗ ଓ ପରିବହନ ବିଭାଗ । ଯାତ୍ରୀବାହୀ ବସରେ ବାଣ ନେଉଥିଲେ ହେବ କଡା କାର୍ଯ୍ୟାନୁଷ୍ଠାନ । ଖାଲି ବସରେ ନୁହେଁ ଅନ୍ୟ କୌଣସି ପବ୍ଲିକ୍ ଟ୍ରାନସପୋର୍ଟରେ ମଧ୍ୟ ବାଣ…

ପୟା ଶ୍ରାଦ୍ଧ ପାଇଁ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ବଡବଡୁଆ ଡାକିବାପାଇଁ ଶ୍ରୀମନ୍ଦିର ନିକଟରେ ସ୍ଥାନ ଚିହ୍ନଟ

ପୁରୀ: ଆସନ୍ତାକାଲି ଆଲୋକର ପର୍ବ ଦୀପାବଳି । ସେଥିପାଇଁ ଚଳଚଞ୍ଚଳ ଗାଁ ଠୁ ସହର । ସବୁଆଡେ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି । ଝିଲମିଲ ଆଲୋକରେ ଝଲସୁଛି ସାରା ଅଞ୍ଚଳ । ଦୀପାବଳି ଦିନ ପୟାଶ୍ରାଦ୍ଧ ପଡିଥାଏ । ଏଥିପାଇଁ ପୁରୀରେ ହଜାର ହଜାର ଭକ୍ତଙ୍କ ଭିଡ଼ ହୋଇଥାଏ । ଏହି ଅବସରରେ ସିଂହ…

ରଶ୍ମିକାଙ୍କ ଡିପଫେକ୍ ଭିଡିଓ ଘଟଣା; ମାମଲା ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ: ଅଭିନେତ୍ରୀ ରଶ୍ମିକା ମନ୍ଦନାଙ୍କ ଡିପଫେକ୍ ଭିଡିଓକୁ ନେଇ ଏବେ ଚାରିଆଡେ ଚର୍ଚ୍ଚା । ଏନେଇ ଆଜି ଦିଲ୍ଲୀ ପୋଲିସ ଅଜଣା ବ୍ୟକ୍ତିଙ୍କ ବିରୋଧରେ ଏକ ଏଫଆଇଆର ପଞ୍ଜିକରଣ କରିଛି । ଏହି ମାମଲାରେ ଦିଲ୍ଲୀ ପୋଲିସ୍ ଆଇପିସିର ଧାରା ୪୬୫, ୪୬୯ ଏବଂ ଆଇଟି ଆକ୍ଟର ଧାରା ୬୬C ଓ ୬୬E ଅନୁଯାୟୀ…

ଆସନ୍ତା ୨୭ତାରିଖରୁ ଐତିହାସିକ ବାଲିଯାତ୍ରା, ସଜେଇ ହେଲାଣି ପଡିଆ : ଆଜିଠୁ ପ୍ଲଟ୍ ନିଲାମ ପ୍ରକ୍ରିୟା

କଟକ : ଆସନ୍ତା ନଭେମ୍ବର ୨୭ ତାରିଖରେ ରହିଛି କାର୍ତ୍ତିକ ପୂର୍ଣ୍ଣିମା  । ଆଉ ସେହିଦିନ ଠାରୁ ଆରମ୍ଭ ହେବାକୁ ଯାଉଛି କଟକ ର ଐତିହାସିକ ବାଲିଯାତ୍ରା  । ଏଥିଲାଗି ପୁରା ସଜେଇ ହେବାକୁ ଲାଗିଛି ବାଲିଯାତ୍ରା ପଡିଆ  । ପ୍ରଶାସନ ବି ତାର ପ୍ରସ୍ତୁତି ଆରମ୍ଭ କରିଦେଇଛି । ଚଳିତବର୍ଷ ବାଲିଯାତ୍ରା…

୧୪ରେ ବଙ୍ଗୋପସାଗରରେ ଲଘୁଚାପ: ୧୫ରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର:ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ନଭେମ୍ବର ୧୪ ତାରିଖ ସୁଦ୍ଧା ସୃଷ୍ଟି ହେବାକୁ ଯାଉଛି ଏକ ଲଘୁଚାପ କ୍ଷେତ୍ର । ଏହା ନଭେମ୍ବର ୧୬ ତାରିଖ ସୁଦ୍ଧା କେନ୍ଦ୍ରୀୟ-ଦକ୍ଷିଣ ବଙ୍ଗୋପ ସାଗରରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ଘନୀଭୂତ ହେବା  ପୂର୍ବରୁ ଏହା ପଶ୍ଚିମ-ଉତ୍ତରପଶ୍ଚିମ…