ବାହାରିଲା ଓଜେଇଇ ପରୀକ୍ଷା ଫଳ; ଜାଣନ୍ତୁ, କିଏ ହେଲେ ଟପ୍ପର
ଭୁବନେଶ୍ୱର : ପ୍ରକାଶ ପାଇଲା ଓଜେଇଇ ପରୀକ୍ଷା ଫଳ । ବୈଷୟିକ ଶିକ୍ଷାମନ୍ତ୍ରୀ ପରୀକ୍ଷା ଫଳ ପୁସ୍ତକ ଉନ୍ମୋଚିତ କରିଛନ୍ତି । । ୫୫୯୭୯ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୪୮୭୮୩ ଜଣ ପାଇଛନ୍ତି ରାଙ୍କ । ୧୨ଟି ବୈଷୟିକ ଓ ବୃତ୍ତିଗତ ପାଠ୍ୟକ୍ରମ ପାଇର୍ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହୋଇଥିଲା ।…