ଶୁକ୍ରବାର ପ୍ରକାଶ ପାଇବ ଓଡ଼ିଶା ଜେଇଇ ପରୀକ୍ଷା ଫଳ
ଭୁବନେଶ୍ୱର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ରେଜଲ୍ଟ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ପ୍ରକାଶ ପାଇବ ବୋଲି ସରକାରୀ ସୂତ୍ରରୁ ଜଣାପଡ଼ିଛି। ଓଜେଇଇର ଅଫିସିଆଲ ଓ୍ୱେବସାଇଟକୁ ଯାଇ ପରୀକ୍ଷାର୍ଥୀମାନେ ସେମାନଙ୍କ ରେଜଲ୍ଟ ଜାଣିପାରିବେ।
ଓଜେଇଇ ପରୀକ୍ଷା ମେ ୮ରୁ ୧୫ ତାରିଖ ଯାଏ ରାଜ୍ୟ…