ରଥଯାତ୍ରାରୁ ଶ୍ରୀଗୁଣ୍ଡିଚା ମନ୍ଦିରକୁ ପ୍ରବେଶ କରିପାରିବେ ଶ୍ରଦ୍ଧାଳୁ, ଦେବାକୁ ପଡିବନି କୌଣସି ଫି’
ପୁରୀ: ଶ୍ରୀମନ୍ଦିର ଭଳି ଶ୍ରୀଗୁଣ୍ଡିଚା ମନ୍ଦିର ଭକ୍ତଙ୍କ ପାଇଁ ସଂପୂର୍ଣ୍ଣ ଖୋଲା ଥିଲା । ବାହାରୁ ଆସୁଥିବା ଭକ୍ତମାନେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରଭୁଙ୍କ ଜନ୍ମସ୍ଥାନ ଶ୍ରୀଗୁଣ୍ଡିଚା ମନ୍ଦିର ବୁଲି ଘରକୁ ଫେରୁଥିଲେ । ହେଲେ ଶ୍ରୀଗୁଣ୍ଡିଚା ମନ୍ଦିରର ଉନ୍ନତୀକରଣ…