Latest Odisha News

BREAKING NEWS

ମ୍ୟାଚ ଦେଖିଲେ ଭିକ୍କି-ସାରା, ବିଜୟ ପରେ ଖୁସିରେ ନାଚିଲେ

ମୁମ୍ବାଇ: ଫିଲ୍ମ ‘ଜରା ହଟକେ ଜରା ବଚକେ’କୁ ନେଇ ଅଭିନେତା ଭିକ୍କି କୌଶଲ ଓ ସାରା ଅଲ୍ଲି ଖାନ୍ ଖୁବ୍ ଚର୍ଚ୍ଚାରେ । ଉଭୟଙ୍କୁ ଅନେକ ଇଭେଣ୍ଟରେ ଏକାଠି ନଜର ଆସୁଛନ୍ତି । କାରଣ ଭିକ୍କି ଓ ସାରା ତାଙ୍କ ଆଗାମୀ ଫିଲ୍ମର ପ୍ରମୋସନରେ ଲାଗିପଡ଼ିଛନ୍ତି । ନିକଟରେ ଉଭୟ ଚେନ୍ନାଇ ଓ ଗୁଜରାଟ ଟାଇଟନ୍ସର…

ଟିକାୟତଙ୍କ ଅନୁରୋଧ ଯୋଗୁ ରେସଲରମାନେ ପଦକ ବିସର୍ଜନ କଲେନି, ୫ ଦିନର ସମୟ ଦିଆଗଲା

ହରିଦ୍ୱାର: ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ଧାରଣାରେ ବସିଥିବା ରେସଲମାନେ ଆଜି ସେମାନଙ୍କ ପଦକ ବିସର୍ଜନ କରିବା ପାଇଁ ଗଙ୍ଗା ଘାଟରେ ପଂହଚିଥିଲେ । ସେଠାରେ ଦୀର୍ଘ ସମୟ ଧରି କାନ୍ଦିଥିଲେ । ଏହି ସମୟରେ କୃଷକ ନେତା ରାକେଶ ଟିକାୟତଙ୍କ ସମେତ ଅନେକ ସାମାଜିକ ଅନୁଷ୍ଠାନର ସଦସ୍ୟମାନେ ତାଙ୍କୁ…

ଭାରତରେ ବର୍ଷକୁ ରକ୍ତ କର୍କଟ ରୋଗର ଶିକାର ହେଉଛନ୍ତି ୧ ଲକ୍ଷ ଲୋକ

ଭୁବନେଶ୍ୱର: ରକ୍ତ କର୍କଟ ସମସ୍ୟା ଏକ ଜଟିଳ ବ୍ୟାଧି । ଭାରତରେ ବର୍ଷକୁ ୧ ଲକ୍ଷ ଲୋକ ରକ୍ତ କର୍କଟ ରୋଗରେ ଚିହ୍ନଟ ହେଉଛନ୍ତି । ତେବେ ଉପଯୁକ୍ତ ଚିକିତ୍ସା ଏବଂ ଦୃଢ଼ମନୋବଳ ଦ୍ୱାରା ଏହି ରୋଗକୁ ପରାସ୍ତ କରିହେବ ବୋଲି ବିଶ୍ୱ ରକ୍ତ କର୍କଟ ଦିବସ ଅବସରରେ ବିଶେଷଜ୍ଞମାନେ ମତ ଦେଇଛନ୍ତି ।…

ପଞ୍ଚବଟୀର ସୀତା ଗୁମ୍ଫା, କାଲାରାମ ମନ୍ଦିରରେ ପୂଜାର୍ଚ୍ଚନା କଲେ କ୍ରିତି

ମୁମ୍ବାଇ: ବଲିଉଡ଼ ଅଭିନେତ୍ରୀ କ୍ରିତ୍ରି ସାନନ ତାଙ୍କ ଆଗାମୀ ଫିଲ୍ମ ‘ଆଦି ପୁରୁଷ’କୁ ନେଇ ଖୁବ୍ ଚର୍ଚ୍ଚାରେ ଅଛନ୍ତି । ଏବେ କ୍ରିତି ନାଶିକର ପଞ୍ଚବଟୀର ସୀତା ଗୁମ୍ଫା ମନ୍ଦିରରେ ପହଞ୍ôଚଛନ୍ତି । ସେ ମନ୍ଦିରରେ ଆଳତୀ କରିବା ସହ ପୂଜାର୍ଚ୍ଚନା କରିଛନ୍ତି । ଏହି ସମୟରେ କ୍ରିତି ରାମ ସିୟା ରାମ…

‘ମଣିପୁର ପଛରେ ବିଜେପିର ଗୁପ୍ତ ଏଜେଣ୍ଡା’

ଭୁବନେଶ୍ୱର: ମଣିପୁର ହିଂସାକୁ ନେଇ ରାଜନୀତି ତୀଵ୍ର ହେବାରେ ଲାଗିଛି। ହିଂସା ଯୋଗୁ ମଣିପୁର ଜଳିବା ସହ ବହୁ ଧନଜୀବନ ହାନି ହୋଇଛି। ଯାହାକୁ ନେଇ କଂଗ୍ରେସ ବିଜେପିକୁ ଟାର୍ଗେଟ କରିବା ସହ ଦଳର ପ୍ରତିନିଧି ମଣ୍ଡଳ ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି। କଂଗ୍ରେସର ଜାତୀୟ ସଭାପତି ମଲ୍ଲିକାର୍ଜୁନ…

ମଣିପୁର ନିଆଁ, ‘ସମ୍ମାନ ଦିଅ ନ ହେଲେ ସମ୍ମାନ ଫେରାଇ ଦେବୁ’

ଇମ୍ଫାଲ: ପାଖାପାଖି ମାସେ ହେଲା ମେ ୩ରୁ ମଣିପୁର ଅଶାନ୍ତ ହୋଇ ପଡ଼ିଛି । ଏବେ ସୁଦ୍ଧା ହିଂସାରେ ୮୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ଥିତି କେବେ ହେବ ସ୍ୱାଭାବିକ ? ଉତ୍ତରପୂର୍ବ ରାଜ୍ୟ ମଣିପୁରରେ ଶାନ୍ତି ଫେରାଇ ଆଣିବା ଲାଗି ଅଲମ୍ପିକ ପଦକ ବିଜେତା ମୀରାବାଇ ଚାନୁଙ୍କ ସହ ୧୧ କ୍ରୀଡ଼ାବିତ୍…

କଂଗ୍ରେସ ରାସ୍ତାରେ ଆନ୍ଧ୍ରର ଟିଡିପି, ଆପଣାଇଲା ଗ୍ୟାରେଣ୍ଟି ଫଣ୍ଡା

ଭୁବନେଶ୍ୱର: ଦେଶର ସାଧାରଣ ନିର୍ବାଚନ ସହ ବିଭିନ୍ନ ରାଜ୍ୟର ଆସନ୍ନ ବିଧାନସଭା ନିର୍ବାଚନକୁ ଦେଖି ଦେଶର ବିଭିନ୍ନ ପ୍ରମୁଖ ରାଜନୈତିକ ଦଳ ଆଗୁଆ ପ୍ରସ୍ତୁତିକୁ ଜୋରଦାର କରୁଛନ୍ତି। ବିଶେଷ କରି ଲୋକଙ୍କ ଆବଶ୍ୟକତାକୁ ଆଖି ଆଗରେ ରଖି ବିଭିନ୍ନ ଆଗୁଆ ସ୍କିମ ଘୋଷଣା ବେଶ ଲାଭଦାୟୀ ହେଉଛି।…

କର୍ଣ୍ଣାଟକର ଗ୍ୟାରେଣ୍ଟି, ସବୁଆଡେ ଜିତାଇବ!

ଭୁବନେଶ୍ୱର: କର୍ଣ୍ଣାଟକରେ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୫ ଟି ଗ୍ୟାରେଣ୍ଟି ପୂରଣ ପାଇଁ ବଢୁଛି ଚାପ। ଲୋକଙ୍କଠୁ ଆରମ୍ଭ କରି ବିରୋଧୀ ଚାପ ପକାଉଥିବା ବେଳେ ଖୋଦ ଦଳୀୟ ହାଇକମାଣ୍ଡଙ୍କ ପକ୍ଷରୁ ମଧ୍ୟ ତୁରନ୍ତ ଗ୍ୟାରେଣ୍ଟି ପୂରଣ ପାଇଁ କୁହାଯାଇଛି। ଯାହାକୁ ନେଇ ସିଦ୍ଦରମେୟା ସରକାରଙ୍କ ଚିନ୍ତା…

ମହମ୍ମଦ ଅଲୀ ବି ନଦୀରେ ଫିଙ୍ଗିଥିଲେ ଅଲିମ୍ପିକ ମେଡାଲ

ନୂଆଦିଲ୍ଲୀ: ଭାରତୀୟ ରେସଲରଙ୍କ ପ୍ରଦର୍ଶନ ଏବେ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି । ଭାରତୀୟ କୁସ୍ତି ସଂଘ ଅଧ୍ୟକ୍ଷ ବ୍ରିଜଭୂଷଣ ଶରଣ ସିଂଙ୍କ ବିରୋଧରେ ସେମାନଙ୍କ ଧାରଣ ରାଜନୈତିକ ରୂପ ମଧ୍ୟ ନେଇସାରିଛି । ନୂତନ ସଂସଦ ଭବନ ଯିବାବେଳେ ପୋଲିସ ରେସଲରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଅଜବ ଚାକିରି: ପକ୍ଷୀ ଘଉଡ଼ାଇଲେ ଦିନକୁ ମିଳିବ ୨୦ ହଜାର ଟଙ୍କା

ଲଣ୍ଡନ: ଚାକିରି ମିଳୁଛି । ଦରମା ଦିନକୁ ୨୦ ହଜାର ଟଙ୍କା । ବୟସ ଯାହା ହେଉନା କାହିଁକି ଉଚିତ୍ ଆବେଦନକାରୀଙ୍କୁ ମିଳିବ ସୁଯୋଗ । କାମ ହେଲା ସମୁଦ୍ର କୂଳରେ ଜଗି ରହି ପକ୍ଷୀ ଘଉଡ଼ାଇବା । କାମ ବି ଏତେ କଷ୍ଟକର ନୁହେଁ । ଯଦି ଆପଣ ଏହି ଚାକିରି ପାଇଁ ଆଶାୟୀ ତେବେ ପୁରା ପାଠଟି ପଢନ୍ତୁ ।…