ଭିଜିଲାନ୍ସ ଜାଲରେ ମେଡିକାଲ କଲେଜ ଅଧ୍ୟକ୍ଷ: ୬ଟି ସ୍ଥାନରେ ଚାଲିଛି ଚଢାଉ
ବଲାଙ୍ଗିର:ଭିଜିଲାନ୍ସ ଜାଲରେ ପଡିଲେ ବଲାଙ୍ଗିର ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଭିଜିଲାନ୍ସ ତାଙ୍କର ପୁରୀ, ବଲାଙ୍ଗିର ଏବଂ ସମ୍ବଲପୁରସ୍ଥିତ ବାସଭବନରେ ଆଜି ଚଢାଉ କରିଛି ।
ସୁଦର୍ଶନ…