କେବଳ ଦିଲ୍ଲୀ ନୁହେଁ, ପଞ୍ଜାବରୁ ବଙ୍ଗୋପସାଗର ଯାଏ ବାୟୁମଣ୍ଡଳରେ ବ୍ୟାପିଛି କଳାଧୁଆଁର ଆସ୍ତରଣ:ନାସା ଦେଖାଇଲା ଫଟୋ
ନୂଆଦିଲ୍ଲୀ:ଦିଲ୍ଲୀ ବାୟୁମଣ୍ଡଳ ଯେମିତି ଦିନକୁ ଦିନ ବିଷାକ୍ତ ହେବାରେ ଲାଗିଛି । ପ୍ରଦୁଷଣ କମିବାର ନାଁ ନେଉନି । ସକାଳେ ସନ୍ଧ୍ୟାରେ କଳା ଧୂଆଁଳିଆ ଲକ ଆସ୍ତରଣ ଦିଲ୍ଲୀରେ ଦେଖିବାକୁ ମିଳୁଛି । ଫଳର ନିଃଶ୍ୱାସ ପ୍ରଶ୍ୱାସ ନେବାରେ ଲୋକେ କଷ୍ଟ ଅନୁଭବ କରୁଥିବା କହୁଛନ୍ତି । ଖାଲି ଦିଲ୍ଲୀ…