ନୂଆ ସଂସଦ ଭବନ ଉଦଘାଟନକୁ ବର୍ଜନ କଲା ଟିଏମସି, କିନ୍ତୁ ସାମିଲ ହେଲେ ୨ ସାଂସଦ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ନୂଆ ସଂସଦ ଗୃହର ଉଦଘାଟନ କରିଛନ୍ତି। ଉଦ୍ଘାଟନୀ ସମାରୋହରେ ବିରୋଧୀ ଦଳ ସମେତ ଟିଏମସି ଏହାକୁ ବର୍ଜନ କରିଛି। କିନ୍ତୁ ଏହି କାର୍ଯ୍ୟକ୍ରମରେ ଦୁଇ ଟିଏମସି ସାଂସଦ ଶିଶିର ଅଧିକାରୀ ଏବଂ ଦ୍ବିବେନ୍ଦୁ ଅଧିକାରୀ ଉପସ୍ଥିତ ଥିଲେ। ନୂଆ ସଂସଦ…