Latest Odisha News

BREAKING NEWS

ୱାଇଡ ବଲ ନ ଦେଇ ଚର୍ଚ୍ଚାରେ ଅମ୍ପାୟର ରିଚାର୍ଡ କ୍ୟାଟେଲବର

ପୁଣେ: ବିଶ୍ୱକପ କ୍ରିକେଟରେ ଗୁରୁବାର ଭାରତ ବିରାଟ କୋହଲିଙ୍କ ଶତକ ବଲରେ ବାଂଲାଦେଶକୁ ସହଜରେ ପରାସ୍ତ କରିଛି । ଏହି ମ୍ୟାଚରେ କୋହଲି ବ୍ୟାଟିଂ କରୁଥିବା ବେଳେ ଅମ୍ପାୟର ରିଚାର୍ଡ କ୍ୟାଟେଲବରଙ୍କ ଏକ ନିଷ୍ପତି ଚର୍ଚ୍ଚାର କାରଣ ସାଜିଛି । ୪୧ ଓଭର ଶେଷ ବେଳକୁ ଭାରତ ୩ ୱିକେଟ ବିନିମୟରେ ୨୫୫ ରନ…

ସେବାୟତ କୂଳର ନିଆରା ପରମ୍ପରା, ଶିବଙ୍କ ଭଳି ବରପ୍ରାପ୍ତି ଉଦ୍ଦେଶ୍ୟରେ ପୂଜା କରନ୍ତି ‘ନେତପିଲା’

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନେଇ ଶ୍ରୀକ୍ଷେତ୍ରର ସଂସ୍କୃତି ଓ ପରମ୍ପରା । ପୁରୀ ସେବାୟତ ସମ୍ପ୍ରଦାୟର ନେତପିଲା ହେଉଛି ଏକ ବିଶେଷ ପର୍ବ। ଶହ ଶହ ବର୍ଷର ପୁରୁଣା ଏହି ପର୍ବ। 'ନେତପିଲା' ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରର ପ୍ରତିଟି ସେବାୟତ ପରିବାରରେ ଏହା ପାଳନ ହୋଇ ଆସୁଛି । ଶାରଦୀୟ…

ଅଧିକ ପାଣି ପିଉଛନ୍ତି କି? ଯାଇପାରେ ଜୀବନ! ଜାଣନ୍ତୁ ଦିନକୁ ପିଇବେ କେତେ ପାଣି…

ଭୁବନେଶ୍ବର: ଅତ୍ୟଧିକ ପାଣି ପିଉଛନ୍ତି କି ? ତେବେ ହୋଇଯାଆନ୍ତୁ ସାବଧାନ। କାରାଣ ଏହା ଦ୍ବାରା ଅସୁବିଧାରେ ପଡିପାରନ୍ତି ଆପଣ । ହୋଇପାରେ ଆପଣକୁ ଏହି ରୋଗ । ଆଉ ଯାଇପାରେ ଜୀବନ। ଆପଣ ଜାଣିଥିବେ, ପାଣି ପିଇବା ଶରୀର ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କିନ୍ତୁ ଅତ୍ୟଧିକ ପାଣି ପିଇବା ମଧ୍ୟ…

ଜନ୍ମମାଟିରେ ଓଡିଆ ପୁଅ କିଶୋର ଜେନାଙ୍କୁ ଭବ୍ୟ ସ୍ବାଗତ: ମହାପ୍ରଭୂଙ୍କୁ ଦର୍ଶନ ସହ କଲେ ଆଶିଷ ଭିକ୍ଷା

ପୁରୀ: ଶ୍ରୀକ୍ଷେତ୍ର ମାଟିରେ ଜାଭଲିନ ଥ୍ରୋରେ ରୌପ୍ୟ ପଦକ ହାସଲ କରିଥିବା ଓଡିଆ ପୁଅ କିଶୋର ଜେନା । ଆଜି ଶ୍ରୀକ୍ଷେତ୍ର ମାଟିରେ ପହଞ୍ଚିବା ପରେ ଜିଲ୍ଲା ପ୍ରଶାସନ ତଥା ପୁରୀର ଅଗଣିତ କ୍ରୀଡା ପ୍ରେମୀ ଓ ସଂଗଠକ ମାନଙ୍କ ପକ୍ଷରୁ କିଶୋରଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ପରେ ମହାପ୍ରଭୁ…

ମାଁ ସୁରେଶ୍ୱରୀଙ୍କ ବଗଲାମୁଖି ବେଶ

https://youtu.be/_gZuqKlpFuU ସୁବର୍ଣ୍ଣପୁର: ଆଜି ଆଶ୍ୱୀନ ମାସ ଷଷ୍ଠୀ ତିଥି । ସୁବର୍ଣ୍ଣପୁର ଇଷ୍ଟଦେବୀ ମାଁ ସୁରେଶ୍ୱରୀ ଆଜି ବଗଲାମୁଖୀ ବେଶରେ ଭକ୍ତ ମାନଙ୍କୁ ଦର୍ଶନ ଦେଉଛନ୍ତି । ଗତ କାଲି ଭୁବନେଶ୍ଵରୀ ବେଶରେ ଦର୍ଶନ ଦେଇଥିବା ବେଳେ ଆଜି ବଗଲାମୁଖୀ ବେଶ ଧାରଣ କରିଛନ୍ତି । ସବୁ…

ମାଁ ଲଙ୍କେଶ୍ୱରୀଙ୍କ ପୀଠରେ ଦଶହରା ମହା ଆଳତୀ

ସୋନପୁର: ଜୁନାଗଡ଼ ସହର ଓ ଆଖପାଖ ଅଞ୍ଚଳର ପ୍ରତ୍ୟକ ଶକ୍ତି ପୀଠରେ ଦଶହରା ପୂଜା ଚାଲିଥିବା ବେଳେ ସବୁ ପୂଜା ମଣ୍ଡପରେ ବେଶ ଜାକଜମକରେ ଜଗତ ଜନନୀ ମା ଦୁର୍ଗାଙ୍କ ପୂଜା ଆରମ୍ଭ ହୋଇଛି। ଏହିସବୁ ପୀଠ ଓ ମଣ୍ଡପ ମାନଙ୍କରେ ଶ୍ରଦ୍ଧାଳୁଙ୍କ ଭିଡ ବଢ଼ିବାରେ ଲାଗିଥିବା ଦେଖିବାକୁ ମିଳୁଛି । ମହାନଦୀ…

ଚିକମିକ ଆଲୁଅ ରେ ଝଲସୁଛି ଖଡ଼ିଆଳ, କୋଲକାତା କାଳୀ ମନ୍ଦିର ଭ୍ରମ ସୃଷ୍ଟି କରୁଛି ତୋରଣ

ନୂଆପଡା: ଆସିଛି ପାର୍ବଣ,  ମାଁ ଙ୍କ ଆଗମନ ରେ ଚଳଚଞ୍ଚଳ ଗାଁ ଠୁ ସହର । ଧରା ଅବତରଣ କରି ପୂଜା ପାଉଛନ୍ତି ଦୁର୍ଗତିନାସିନୀ ମହିଷାମର୍ଦ୍ଦିନୀ ମା’ ଦୁର୍ଗା । ଏହି ପରିପ୍ରେକ୍ଷୀରେ ରେ ନୂଆପଡା ଜିଲ୍ଲା ଖଡ଼ିଆଳ ସହରରେ ଜମୁଛି ଦୂର୍ଗାପୁଜା । ନବ ରାତ୍ର ଦୁର୍ଗା ପୂଜାରେ ମାଁ ଙ୍କ ନଅ ରୂପ…

ରାଜ୍ୟ ସରକାରଙ୍କ ଦଶହରା ଭେଟି: ୪% ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ଵର: ସରକାରୀ କର୍ମଚାରୀଙ୍କୁ ଦଶହରା ଭେଟି ଦେଲେ ରାଜ୍ୟ ସରକାର । ରାଜ୍ୟ ସରକାରୀ କର୍ମଚାରୀଙ୍କର ୪% ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ୪% ବୃଦ୍ଧି ସହିତ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪୨%ରୁ ୪୬%କୁ ବଢ଼ିଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ପହିଲାରୁ…

ଗଜପତିବାସୀଙ୍କୁ ମିଳିଲା ଲକ୍ଷ୍ମୀ ବସ୍ ସେବା: ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ , କହିଲେ ଯୋଗାଯୋଗ ବିକାଶର ଆଧାର

ଗଜପତି : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନା ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। ଏଥିରେ ମିଶନ…

ରଥଯାତ୍ରା ସମୟରେ ରତ୍ନଭଣ୍ଡାର ଖୋଲାଯିବା ଠିକ ସମୟ: ଗଜପତି ମହାରାଜା

ପୁରୀ:ରତ୍ନ ଭଣ୍ଡାର ଖୋଲିବ ବୋଲି କହିଲେ ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବ ।ଆସନ୍ତା ୨୦୨୪ ରଥଯାତ୍ରା ସମୟରେ ରତ୍ନ ଭଣ୍ଡାର ଖୋଲିବ । ଉଭୟେ ବାହାର ଓ ଭିତର ରତ୍ନଭଣ୍ଡାର ଖୋଲାଯାଇ ଅଳଙ୍କାର ଗଣତି କରାଯିବ ବୋଲି କହିଛନ୍ତି ଗଜପତି ମହାରାଜ । ଏ ନେଇ ଏକ ପ୍ରେସ ରିଲିଜ ଜାରି…