ଧାରା ୩୭୦ ଉଚ୍ଛେଦ ନେଇ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ କାଏମ ରଖିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ନେଇ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିରେ ଭେଦଭାବ ନାହିଁ ବା କୌଣସି ଖରାପ ଉଦ୍ଦେଶ୍ୟ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ପ୍ରଧାନ ବିଚାରପତି ଏନ. ଭି. ରମନ୍ନାଙ୍କ ନେତୃତ୍ୱରେ ଗଠିତ ପାଞ୍ଚ ଜଣିଆ ଖଣ୍ଡପୀଠ ସର୍ବସମ୍ମତି କ୍ରମେ ଧାରା ୩୭୦…