କମିଶନରେଟ ପୋଲିସକୁ ଖୋଲା ଚାଲେଞ୍ଜ : ୨୪ ଘଣ୍ଟାରେ ୩ ହତ୍ୟାକାଣ୍ଡ
ଭୁବନେଶ୍ୱର:୨୪ ଘଣ୍ଟାରେ ତିନି ତିନୋଟି ହତ୍ୟାକାଣ୍ଡ । ଆଉ କେଉଁଠି ନୁହେଁ ଖୋଦ ରାଜଧାନୀ ଭୁବନେଶ୍ୱର ଛାତିରେ । ୨ ଜଣ ମହିଳା ଓ ଜଣେ ଶିଶୁକନ୍ୟାଙ୍କୁ ନିର୍ମମ ହତ୍ୟା । ଯେମିତି ରାଜଧାନୀରେ ଅସୁରକ୍ଷିତ ନାରୀ । ଗତକାଲି ୩ ବର୍ଷର ଝିଅକୁ ବଳାତ୍କାର ହତ୍ୟା ପରେ ଜଣେ ମହିଳାଙ୍କୁ ଛୁରି ଭୂଷି…