Latest Odisha News

BREAKING NEWS

ଡହ ଡହ ଖରାରେ ବଢୁଛି ଦହି ପଖାଳର ଆଦର

ଓଡ଼ିଆ ଜାତିର ସଂସ୍କୃତି ତଥା ଏକ ବିଚାରଧାରା ଭାବେ ପଖାଳ ପରିଗଣିତ ହୋଇଥାଏ। ସାଧାରଣତଃ ପଖାଳ ଗରମ ଭାତରେ ପାଣି ମିଶାଇ କେଇ ଘଣ୍ଟାରୁ ଆରମ୍ଭ କରି ରାତିଏ ଯାଏ ରଖାଯାଇଥାଏ। ଅଧିକ ସମୟ ରହୁଥିବା ପଖାଳ ପାଟିକୁ ଟିକିଏ ଆମ୍ବିଳା ଲାଗିଥାଏ। ସଜ ବା ବାସି ପଖାଳରେ ଦହି ଓ ଭଜା ଜିରା, ରସୁଣ,…

ମହାନଦୀରେ ଗାଧୋଇବାକୁ ଯାଇ ବୁଡ଼ିଗଲା ୧୨ ବର୍ଷର ଜଗନ୍ନାଥ

କଟକ: ଭଟ୍ଟାରିକା ପୀଠ ନିକଟରେ ମହାନଦୀରେ ଗାଧୋଇବାକୁ ଯାଇ ଆଲେକଜାଣ୍ଡର ଜଗନ୍ନାଥ ପ୍ରସାଦ ନାୟକ ନାମକ ଜଣେ ୧୨ ବର୍ଷର ବାଳକର ମୃତ୍ୟୁ ଘଟିଛି। କଟକ ବଡ଼ମ୍ବା ବ୍ଲକ୍ ଶାସଙ୍ଗ ଗାଁର ନବମ ଶ୍ରେଣୀରେ ପଢ଼ୁଥିବା ଏହି ନାବାଳକ ଜଣକ ଟ୍ୟୁସନ୍ ସାରି ନଦୀକୁ ଗାଧୋଇବାକୁ ଯାଇଥିଲେ ବୋଲି ଜଣାପଡ଼ିଛି।…

ଛତିଶଗଡ ବିଧାନସଭାର ଶିଳାନ୍ୟାସ ରାହୁଲ ଓ ସୋନିଆ କରିଛନ୍ତି, ରାଜ୍ୟପାଳଙ୍କୁ କାହିଁକି ଡକାଗଲାନି: ବିଜେପି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପକ୍ଷରୁ ନୂଆ ସଂସଦ ଗୃହର ଉଦଘାଟନ ନିଷ୍ପତ୍ତିରେ କଂଗ୍ରେସ ସମେତ ୨୦ ବିରୋଧୀ ଦଳ ଅସନ୍ତୋଷ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତି ସଂସଦର ରକ୍ଷକ ବୋଲି କହି ଏହି ଦଳ ସମାରୋହକୁ ବର୍ଜନ କରିଛନ୍ତି। ସେଥିପାଇଁ ଉଦଘାଟନ କେବଳ ସେମାନଙ୍କ ମାଧ୍ୟମରେ…

୨୦୨୪ରେ ବିଜେପି ୩୦୦ରୁ ଅଧିକ ଆସନରେ ଜିତିବ, ମୋଦୀ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ: ଶାହ

ଗୌହାଟି: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆସାମ ଗସ୍ତରେ ଅଛନ୍ତି। ଏକ ସାଧାରଣ ସଭାକୁ ସମ୍ବୋଧିତ କରିବାବେଳେ ସେ କହିଛନ୍ତି ଯେ ୨୦୨୪ ରେ ହେବାକୁ ଥିବା ଲୋକସଭା ନିର୍ବାଚନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ। ଅମିତ ଶାହ ମଧ୍ୟ ତାଙ୍କ…

ଜଟିଳ ଅସ୍ତ୍ରୋପଚାର ଦ୍ୱାରା ୭୩ ବର୍ଷୀୟା ରୋଗୀଙ୍କ ଜୀବନ ରକ୍ଷା କଲେ ସମ୍ମମ୍ ସର୍ଜନ

ଭୁବନେଶ୍ୱର: ବିରଳ ସ୍ୱାସ୍ଥ୍ୟ ସମସ୍ୟାରେ ପୀଡ଼ିତ ଥିବା ଜଣେ ୭୩ ବର୍ଷୀୟା ମହିଳାଙ୍କର ଜଟିଳ ଅସ୍ତ୍ରୋପଚାର ଜରିଆରେ ଜୀବନ ରକ୍ଷା କରିବାରେ ସଫଳ ହୋଇଛନ୍ତି ସମ୍ ଅଲ୍ଟିମେଟ ମେଡିକେୟାରର ସର୍ଜନ୍ । ଅସ୍ତ୍ରୋପଚାର ସମ୍ଭବ ନୁହେଁ ବୋଲି ଦର୍ଶାଇ ଅନେକ ହସ୍ପିଟାଲ୍ ଏହି ରୋଗୀଙ୍କୁ ପୂର୍ବରୁ ଫେରାଇ…

୮ କଲେଜ ସହ କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ କାରଣ ଦର୍ଶାଅ ନୋଟିସ୍

ଭବାନିପାଟଣା: ଇ-ଆଡମିଶନ ନେଇ ଭୁବନେଶ୍ୱରରେ ହୋଇଥିବା ଟ୍ରେନିଂରେ ଯୋଗ ଦେଇ ନଥିବାରୁ ୮ କଲେଜ ସହ କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି ସରକାର । ମେ ୨୩ ଓ ୨୪ ଦୁଇଦିନ ଧରି ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ତାଲିମ୍ ଶିବିର…

ବିଶ୍ୱରେ ୨୪ ନିୟୁତ ଲୋକ ସିଜୋଫ୍ରେନିଆ ରୋଗରେ ପୀଡ଼ିତ: ବିଶେଷଜ୍ଞ

ଭୁବନେଶ୍ୱର: ସିଜୋଫ୍ରେନିଆ ଏକ ମାନସିକ ସମସ୍ୟା ଯାହାକି ମଣିଷକୁ ଅନେକ ମାତ୍ରାରେ କ୍ଷତିଗ୍ରସ୍ତ କରିଥାଏ । ବିଶ୍ୱରେ ପ୍ରାୟ ୨୪ ନିୟୁତ ଲୋକ ଏହି ରୋଗରେ ପୀଡ଼ିତ । ପ୍ରତ୍ୟେକ ୩୦୦ ଜଣଙ୍କ ମଧ୍ୟରୁ ଜଣେ ଏହି ସମସ୍ୟା ସହ ଲଢ଼ୁଥିବା ତଥ୍ୟ ସାମ୍ନାକୁ ଆସିଛି । ବିଶ୍ୱ ସିଜୋଫ୍ରେନିଆ ଦିବସ ଅବସରରେ…

ଆଇପିଏଲ ଫାଇନାଲ ପାଇଁ ପାକିସ୍ତାନ ବୋର୍ଡ ଅଧ୍ୟକ୍ଷଙ୍କୁ ଡାକରା ନାହିଁ

ଅହମ୍ମଦାବାଦ: ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମେ ୨୮ରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ । ଏହି ମ୍ୟାଚ ଦେଖିବା ପାଇଁ ଗୁରୁବାର ବିିସିସିଆଇ ଶ୍ରୀଲଙ୍କା, ବାଂଲାଦେଶ ଓ ଆଫଗାନିସ୍ତାନ ବୋର୍ଡର ଅଧ୍ୟକ୍ଷଙ୍କୁ ନିମନ୍ତ୍ରଣ କରିଛି । ତେବେ ପାକିସ୍ତାନ ବୋର୍ଡ ଅଧ୍ୟକୁ ଏ ନେଇ ଡକାଯାଇ…

ସାତକୋଶିଆରୁ ଆସିଲା ଖୁସି ଖବର, ଅଣ୍ଡା ଫୁଟି ବାହାରିଲେ ଘଡ଼ିଆଳ ଛୁଆ

ଅନୁଗୁଳ: ସାତକୋଶିଆରୁ ଆସିଛି ଖୁସି ଖବର । କ୍ରମାଗତ ତୃତୀୟ ବର୍ଷ ପାଇଁ ଘଡ଼ିଆଳ ପ୍ରଜନନ ସଫଳ ହୋଇଛି । ଗୁରୁବାର ଅଣ୍ଡା ଫୁଟି ବାହାରିଛନ୍ତି ଘଡ଼ିଆଳ କୁମ୍ଭୀର । ମା’ କୁମ୍ଭୀର ସହ ଛୁଆ ଗୁଡ଼ିକ ଖେଳୁଥିବାର ଫଟୋ ବନ ବିଭାଗର କ୍ୟାମେରାରେ କଏଦ ହୋଇଛି । ସାତକୋଶିଆ ଗଣ୍ଡର ବଳଦମରା ନିକଟରେ…

କାଳବୈଶାଖୀ ବର୍ଷା, କ୍ଷୟକ୍ଷତି ରିପୋର୍ଟ ମାଗିଲେ ଏସ୍ଆରସି

ଭୁବନେଶ୍ୱର: ଗୁରୁବାର ମଧ୍ୟାହ୍ନରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସହ ଜୋରରେ ପବନ ହୋଇଥିଲା । ବିଭିନ୍ନ ସ୍ଥାନରେ ଗଛ ଉପୁଡ଼ି ଯିବା ସହ ଯାତାୟତ ବାଧାପ୍ରାପ୍ତ ହୋଇଥିଲା । କାଳବୈଶାଖୀରେ ହୋଇଥିବା କ୍ଷୟକ୍ଷତି ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଭାବିତ ଜିଲ୍ଲାପାଳଙ୍କୁ…