Latest Odisha News

BREAKING NEWS

ବୃଦ୍ଧି ପାଉଛି ଅଶୋଧିତ ତୈଳ ଦର, ଚିନ୍ତାରେ ସାଧାରଣ ଜନତା

ଭୁବନେଶ୍ବର: ଇସ୍ରାଏଲ-ପାଲେଷ୍ଟାଇନ ଯୁଦ୍ଧ ଭିତରେ ବଢୁଛି ତେଲ ଦର । ଆଗକୁ ଅଶୋଧିତ ତୈଳ ଦର ଆହୁରି ବଢିବା ନେଇ ସମ୍ଭାବନା ରହିଛି। ଅନ୍ତର୍ଜାତୀୟ ବଜାରରେ ବର୍ତ୍ତମାନ ଅଶୋଧିତ ତେଲ ଦର ବ୍ୟାରେଲ ପିଛା ୯୧.୬୮ ଡଲାର ରହିଛି । ଯାହା ଏବେ ସାଧାରଣ ଜନତାଙ୍କ ପାଇଁ ମୁଣ୍ଡବିନ୍ଧାର ବିଷୟ ପାଲଟିଛି।…

କ୍ୟାପିଟାଲ ହସ୍ପିଟାଲ ଲ୍ୟାବରୁ ୬୦ ଲକ୍ଷ ଟଙ୍କାର ଟେକ୍ନିକାଲ ସାମଗ୍ରୀ ଚୋରି

ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲ ଲ୍ୟାବରୁ ଟେକ୍ନିକାଲ ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ ଆସିଛି। ପାଖାପାଖି ୬୦ ଲକ୍ଷରୁ ଅଧିକ ଟଙ୍କାର ସାମଗ୍ରୀ ଚୋରି ହୋଇଥିବା କୁହାଯାଉଛି। ଚୋରି ବେଳେ ସିଟିଟିଭିରେ କଏଦ ହୋଇଛି ଦୃଶ୍ୟ। ଏଠାରେ ସୁଇପର ଏବଂ ସିକ୍ୟୁରିଟି ଗାର୍ଡଙ୍କ ଜରିଆରେ ଚୋରି ହୋଇଥିବା…

ଗଜପତିଙ୍କୁ ଭେଟିଲେ ବିଜେପି ପ୍ରତିନିଧି ମଣ୍ଡଳୀ: ରତ୍ନଭଣ୍ଡାର ଖୋଲିବା ସପକ୍ଷରେ ଗଜପତି, ଅଢେଇ ମାସ ତଳେ ସରକାରଙ୍କୁ…

ପୁରୀ: ରତ୍ନଭଣ୍ଡାରକୁ ନେଇ ତେଜିଲା ରାଜନୀତି । ଗଜପତିଙ୍କୁ ଭେଟି ରତ୍ନଭଣ୍ଡାର ଖୋଲିବା ପାଇଁ ଦାବି ଜଣାଇଲା ବିଜେପି । ଆଜି ଗଜପତି ଦିବ୍ୟ ସିଂହ ଦେବଙ୍କୁ ଭେଟିଥିଲେ  ବିଜେପି ପ୍ରତିନିଧି ମଣ୍ଡଳୀ । ଗଜପତିଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖି, ବିଜେପି ରାଜ୍ୟ ପୂର୍ବତନ ସଭାପତି କହିଛନ୍ତି,…

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି, ତୁରନ୍ତ ହେବ ଜମିଜମା ସମସ୍ୟାର ସମାଧାନ

ଭୁବନେଶ୍ବର: ବର୍ଷ ବର୍ଷର ଜମିଜମା ସମସ୍ୟାର ହେବ ତୁରନ୍ତ ସମାଧାନ । ଦୂର ହେବ ଲୋକଙ୍କ ଜମି ପଟ୍ଟା ଜନିତ ସମସ୍ୟା । ରାଜ୍ୟର ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ। ପୂର୍ବରୁ…

ଶ୍ୱଶୁର ଘର ଗାଁରୁ ମିଳିଲା ଜ୍ୱାଇଁର ମୃତଦେହ: ହତ୍ୟା ଅଭିଯୋଗ ଆଣିଲେ ମୃତକଙ୍କ ଭାଇ

କଣ୍ଟାବାଞ୍ଜି : ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଶ୍ୱଶୁର ଘର ଗାଁରେ ଜ୍ୱାଇଁଙ୍କୁ କରେଣ୍ଟ ଦେଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ଭାଲୁମୁଣ୍ଡା ଗାଁର ବଂଶୀ ଠେଲା ବୋଲି ଜଣାପଡିଛି । ସୂଚନା ଅନୁସାରେ ଦୀର୍ଘ ବର୍ଷ ହେବ ବଂଶୀ ତାଙ୍କ ଶ୍ବଶୁର…

ପ୍ରଥମଥର ପାଇଁ ବାଘ ଓ ହାତୀ ଗଣନା କରିବେ ରାଜ୍ୟ ସରକାର

ଭୁବନେଶ୍ବର: ନଭେମ୍ବର ୧ ତାରିଖରୁ ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି ବାଘ ଗଣନା  । ପ୍ରଥମଥର ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମରେ ଗଣନା କାର୍ଯ୍ୟ ଆରମ୍ଭ ହେବ  । କେନ୍ଦ୍ରର ତଥ୍ୟ ସହ ମେଳ ଖାଉନଥିବାରୁ ପ୍ରଥମ ଥର ପାଇଁ ନିଜସ୍ୱ ଉଦ୍ୟମରେ ବାଘ ଗଣିବେ ରାଜ୍ୟ ସରକାର । ଏ ନେଇ ସୂଚନା ଦେଇଛନ୍ତି…

ବିଭିନ୍ନ ଦାବି ନେଇ ଶ୍ରୀକ୍ଷେତ୍ର ଚିତ୍ରକାର ମହାସଂଘର ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ପୁରୀ: ପୁରୀ ଜିଲ୍ଲା ଶ୍ରୀକ୍ଷେତ୍ର ଚିତ୍ରକାର ମହାସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଦୀର୍ଘ ବର୍ଷ ହେବ ମହାସଂଘର ସଭ୍ୟମାନେ ପୁରୀ ସହର, ପୁରୀ ଜିଲ୍ଲା ତଥା ବ୍ଲକର କୋଣ ଅନୁକୋଣରେ ରହି ଚିତ୍ରଶିଳ୍ପୀ ଭାବରେ କାର୍ଯ୍ୟ କରୁଛନ୍ତି। ବିବାହ, ବ୍ରତଘରରେ ଚିତ୍ର ଆଙ୍କିବା…

ମିଜୋରାମ ବିଧାନସଭା ନିର୍ବାଚନ ପାଇଁ ବିଜେପି ଜାରି କଲା ୧୨ ପ୍ରାର୍ଥୀଙ୍କ ତାଲିକା

ଆଇଜଲ: ପାଖେଇ ଆସୁଛି ନିର୍ବାଚନ ତାରିଖ। ମିଜୋରାମ ବିଧାନସଭା ନିର୍ବାଚନ ପାଇଁ ବୁଧବାର ବିଜେପି ୧୨ ଜଣ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଏହାର କିଛି ସମୟ ପରେ ଦଳ ଛଅଟି ଆସନ ପାଇଁ ଦ୍ୱିତୀୟ ତାଲିକା ମଧ୍ୟ ପ୍ରକାଶ କରିଛି। ମିଜୋରାମର ସମସ୍ତ ୪୦ଟି ବିଧାନସଭା ଆସନ ପାଇଁ ନଭେମ୍ବର ୭ରେ…

କବାଲି କାର୍ଯ୍ୟକ୍ରମରେ ଟଙ୍କା ଉଡ଼ାଇ ଚର୍ଚ୍ଚାରେ ମନ୍ତ୍ରୀ ସାରଦା ନାଏକ

ସୁନ୍ଦରଗଡ: ଏବେ ଚର୍ଚ୍ଚାରେ ବିଜେଡି ମନ୍ତ୍ରୀ । କବାଲି କାର୍ଯ୍ୟକ୍ରମରେ ଟଙ୍କା ଉଡାଇ ଚାରିଆଡେ ସମାଲୋଚିତ ହୋଇଛନ୍ତି ଶ୍ରମମନ୍ତ୍ରୀ ସାରଦା ନାଏକ । କବାଲି ପରିବେଷଣ କରୁଥିଲେ କବାଲି ଗାୟକ ରାଇସ ଅନିସ । କବାଲିର ତାଳେ ତାଳେ ଝୁମୁଥିଳେ ମନ୍ତ୍ରୀ । ଆଉ ତା’ ପରେ ଉଡାଇବାକୁ ଲାଗିଲେ ଟଙ୍କା ।…

କେନ୍ଦ୍ର ସରକାରଙ୍କ ପୂଜା ଭେଟି, ୪ ପ୍ରତିଶତ ବୃଦ୍ଧି ହେଲା କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ: ପାର୍ବଣରେ କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର। ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ମୋଦି ସରକାର ବଡ଼ ଉପହାର ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ କେନ୍ଦ୍ରୀୟ କର୍ମଚାରୀ ଏବଂ…