Latest Odisha News

BREAKING NEWS

ଆଖି ବୁଜିଲେ ‘ଅନୁପମା’ ଧାରାବାହିକର ଧୀରଜ କପୁର

ମୁମ୍ବାଇ: ଲୋକପ୍ରିୟ ଟେଲି ସିରିୟଲ ‘ଅନୁପମା’ର ଲିଡ ଆକ୍ଟର ଅନୁଜ କାପଡିଆ ସାଙ୍ଗ ଭୂମିକାରେ ଅଭିନୟ କରୁଥିବା ଧୀରଜ କପୁର ଓରଫ ନିତେଶ ପାଣ୍ଡେ ଆଉ ନାହାନ୍ତି । ଆଜି କାର୍ଡିଆକ ଆରେଷ୍ଟରେ ତାଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୫୧ ବର୍ଷ ହୋଇଥିଲା । ସୋସିଆଲ ମିଡିଆରେ ଫ୍ୟାନ୍ସ…

ରାଜଧାନୀର ବିଚ୍‌ ରାସ୍ତାରେ ଯୁବକଙ୍କୁ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର : ପୁଣି ରାଜଧାନୀରେ ହତ୍ୟାକାଣ୍ଡ । ବିଚ୍‌ ରାସ୍ତାରେ ଯୁବକଙ୍କୁ ନିର୍ମମ ହତ୍ୟା । ଭୁବନେଶ୍ୱର ଏକ ନମ୍ବର ହାଟରେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ସୂଚନା ଅନୁଯାୟୀ, ଆଜି ଭୋର ସମୟରେ ସୁଶାନ୍ତ ନାମକ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଭୁବନେଶ୍ୱର ଏକ ନମ୍ବର…

ପୁଣି ଥରେ ରାଜ୍ୟରେ ହେବ ପୃଥକ ବାଘ ଓ ହାତୀ ଗଣନା; ନନ୍ଦନକାନନକୁ ବିଶ୍ୱସ୍ତରୀୟ କରିବାକୁ ମାସକ ଭିତରେ ଆକ୍ସନପ୍ଲାନ୍

ଭୁବନେଶ୍ୱର: ରାଜ୍ୟ ସରକାର ପୁଣିଥରେ ଅଲଗା ଭାବେ ବାଘ ଓ ହାତୀର ଗଣନା କରିବେ। କାରଣ କେନ୍ଦ୍ର ସରକାର ବାଘ ଓ ହାତୀ ଗଣନା କରୁଥିଲେ ବି ଏହାର ରିପୋର୍ଟ ଠିକ୍ ସମୟରେ ପ୍ରକାଶ ପାଉନି।ଏଣୁ ବନ୍ୟପ୍ରାଣୀଙ୍କ ପ୍ରକୃତ ସଂଖ୍ୟା ବିଷୟରେ ଜାଣିବାରେ ସମସ୍ୟା ହେଉଛି। ତେଣୁ ରାଜ୍ୟ ସରକାର ନିଜତରଫରୁ…

ଦୁର୍ଘଟଣାରେ ‘ସରାଭାଇ ଭର୍ସେସ ସରାଭାଇ’ ଅଭିନେତ୍ରୀ ବୈଭବୀ ଉପାଧ୍ୟୟଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ପୁଣି ଟିଭି ଇଣ୍ଡଷ୍ଟ୍ରିକୁ ଝଟ୍‌କା । ବିବାହ ପୂର୍ବରୁ ଉଠିଲା କୋକେଇ । ଆଉ ନାହାନ୍ତି ଚୁଲବୁଲି ଅଭିନେତ୍ରୀ ବୈଭବୀ ଉପାଧ୍ୟୟ  । ‘ସରାଭାଇ ଭର୍ସେସ ସରାଭାଇ’ ଫେମ୍‌ ଅଭିନେତ୍ରୀ ବୈଭବୀ ଉପାଧ୍ୟୟଙ୍କ ଏକ ଦୁର୍ଘଟଣା ମୃତ୍ୟୁ ଘଟିଛି । ‘ସାରାଭାଈ ଭର୍ସେସ୍‌ ସାରାଭାଈ’ରେ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଚ୍ଛେଦ କାର୍ଯ୍ୟ ଆରମ୍ଭ; ଭଙ୍ଗା ହେଲା ବଡ଼ ଆଖଡ଼ା ମଠର ପୁରୁଣା ଘର

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମରେ ଆଜିଠାରୁ ପୁଣି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ପୁରୀ ବଡ଼ଦାଣ୍ଡକୁ ଲାଗିଥିବା ବଡ଼ ଆଖଡ଼ା ମଠର ପୁରୁଣା ଘରକୁ ଜେସିବି ଲଗାଇ ଭାଙ୍ଗି ଦିଆଯାଇଛି। ଏହ ପୂର୍ବରୁ ବଡ଼ ଆଖଡ଼ା ମଠର ଅଧିକାଂଶ ଘରକୁ ଭାଙ୍ଗି ଦିଆଯାଇଥିଲା। ବାକି ପୁରୁମା ଯେତକ ପୁରୁଣା ଘର…

ପୋଲିସ ଗାଡ଼ିକୁ ପିଟିଲା ଟ୍ରକ୍ ; ୨ ମୃତ, ୩ ଗୁରୁତର

ବୌଦ୍ଧ : ସକାଳୁ ସକାଳୁ ଅଘଟଣ । କମଳପୁର ଛକ ନିକଟରେ ପୁଲିସ ଗାଡ଼ି ଟ୍ରକ୍ ମୁହାଁମହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ମୃତ ଦୁଇଜଣ ହେଲେ ଡ୍ରାଇଭର ପ୍ରଶାନ୍ତ ଓ ହୋମଗାର୍ଡ ଜଗନ୍ନାଥ ମେହେର । ଏବଂ ଆହତମାନେ ହେଲେ …

ଧାରାବାହିକ ଉପନ୍ୟାସ : ମ୍ୟାନହଟ୍ଟନରୁ ମୁନ୍ନାର (୨୪)

ମୂଳ ଇଂରାଜୀ : ଅନନ୍ତିନୀ  ‘ଝୁମ୍ପା’  ମିଶ୍ର ଅନୁବାଦ : ଈପ୍ସିତା ଷଡ଼ଙ୍ଗୀ “ହଁ ଦି’, ସେମାନେ ଖୁବ୍ ମଜାଳିଆ ।” “ହଉ, ଏବେ ଚାଲ୍ ଟିକେଟିକେ ଶୋଇପଡ଼ିବା”, ହାଇ ମାରୁ ମାରୁ ସମୀରା କହିଲା । ଆଉ ବୀରା ବାଥ୍‌ରୁମ୍‌ରୁ ଧୁଆଧୋଇ ହୋଇ ଆସିବା ଭିତରେ ସେ ଶୋଇପଡ଼ି ଘୁଙ୍ଗୁଡ଼ି ମାରୁଥିଲା ।…

କବିତା : ସତ୍ୟର ସାରଥି

ବନ୍ଦିତା ଦାଶ  ସତକୁ ଖୋଜିଖୋଜି ପହଞ୍ଚିଲି ଯେଉଁ ଇଲାକାରେ ସେଠାରେ ଭେଟିଲି ପ୍ରତ୍ୟୟକୁ ବିଶ୍ୱାସର ସ୍ୱଚ୍ଛରଙ୍ଗରେ ହଜିଗଲା ମୋ' ସତ୍ତା । 'ମୁଁ ' ପଣ ଲୁଚିଗଲା ...... ଲିଭିଗଲା ଅହଂର ଅନ୍ଧାର। କେଉଁ ଅନାମ ମୁଦ୍ରାରେ କିଛି କହିବାକୁ ଚାହିଁ ହୋଇଗଲି ମୂକ ; 'ସର୍ବେ ଭବନ୍ତୁ…

ଭାଷା ଭାଗବତ : ଚାରିଥାକିଆ ଯୁକ୍ତାକ୍ଷର

ପ୍ରଫୁଲ୍ଲ ତ୍ରିପାଠୀଙ୍କ ନିୟମିତ ବିଭାଗ ‘ଭାଷା ଭାଗବତ’ ଚାରିଥାକିଆ ଯୁକ୍ତାକ୍ଷର ଓଡ଼ିଆ ନିମଂତେ ଦୁର୍ଭର ନିଷ୍କ୍ରିୟ, ଅଷ୍ଟ୍ରିଆ, ତାନ୍ତ୍ରିକ ' ସ୍କ୍ରୁଟିନି ', ତେଜସ୍କ୍ରିୟ ଦେଖ ଏଭଳି ଶବ୍ଦ ଶିଖେ ଶିଶୁ ମଥାରେ ପଶୁ କି ନ ପଶୁ ତିନିଥାକିଆ ଯୁକ୍ତାକ୍ଷର ରହିଛି ଅନେକ ପ୍ରକାର…

ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥ ସ୍ୱୟଂ ଯେତିକି ରହସ୍ୟମୟ, ତାଙ୍କର ସେବକ ଗୋଷ୍ଠୀ ମଧ୍ଯ ସେହିପରି ବ୍ୟାପକ। ଆମେ ପ୍ରତିଦିନ ପ୍ରତ୍ୟକ୍ଷ ହେଉ ବା ପରୋକ୍ଷ ଭାବରେ ନିୟୋଜିତ କିଛି କିଛି ସେବକଙ୍କ ବିଷୟରେ…