ଦୁନିଆର ସବୁଠୁ ସୁନ୍ଦର ହସ୍ତାକ୍ଷର
ନେପାଳ: ପ୍ରତ୍ୟେକ ଛାତ୍ରୀଛାତ୍ରଙ୍କ ପାଇଁ ହସ୍ତଲିଖନ ବା ହସ୍ତାକ୍ଷର ସବୁଠୁ ଗୁରୁତ୍ୱପୂର୍ଣ୍ଣ । ଯଦି ହସ୍ତଲିଖନ ସୁନ୍ଦର ହୁଏ ତେବେ ଏହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରେ । ସେଥିଲାଗି ବିଦ୍ୟାଳୟରେ ହସ୍ତାକ୍ଷର ଲେଖିବାକୁ ବାଧ୍ୟ କରାଯାଇଥାଏ । ଅନେକ ସମୟରେ ସୁନ୍ଦର ହସ୍ତାକ୍ଷର ପ୍ରତିଯୋଗିତା…