ବିବାହର ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର ଓ ଟଙ୍କା ଲୁଟିବା ଅଭିଯୋଗ: ଓଲିଉଡ୍ କଣ୍ଠଶିଳ୍ପୀ ଦେବେଶ ପତିଙ୍କୁ…
ଭୁବନେଶ୍ବର : ଓଲିଉଡ୍ କଣ୍ଠଶିଳ୍ପୀ ଦେବେଶ ପତି ଗିରଫ । ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବତୀଙ୍କୁ ବଳାତ୍କାର ଓ ଟଙ୍କା ଲୁଟିବା ଅଭିଯୋଗରେ ନୟାପଲ୍ଲୀ ଥାନା ପୋଲିସ ତାଙ୍କୁ ଗିରଫ କରିଛି । ଭଦ୍ରକର ଜଣେ ଯୁବତୀ ତାଙ୍କ ନାଁରେ ଅଭିଯୋଗ ଆଣିଥିଲେ । ଦେବେଶଙ୍କ ଘର ଯାଜପୁରରେ…