ଭିଜିଲାନ୍ସ ଜାଲରେ ଲାଞ୍ଚୁଆ କିରାଣି
ସୋନପୁର: ଭିଜିଲାନ୍ସ ଜାଲରେ ଲାଞ୍ଚୁଆ କିରାଣି । ଲାଞ୍ଚ ନେବାବେଳେ ମାଡି ବସିଥିଲା ଭିଜିଲାନ୍ସ ଟିମ । ଏବେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ଏହି ଲାଞ୍ଚୁଆ କିରାଣୀ ହେଲେ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣି…