କିମ୍ସରେ ଟ୍ରମା କେୟାର ଉପରେ କର୍ମଶାଳା
ଭୁବନେଶ୍ୱର: କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ୍ (କିମ୍ସ)ରେ ଆଡ୍ଭାନ୍ସଡ୍ ଟ୍ରମା କେୟାର ଉପରେ ଦୁଇ ଦିନିଆ କର୍ମଶାଳା ଓ ନିରନ୍ତର ଡାକ୍ତରୀ ଶିକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଦକ୍ଷତା ବୃଦ୍ଧି ଓ ପରିଣାମରେ ସୁଧାର ବିଷୟବସ୍ତୁ ଉପରେ ପର୍ଯ୍ୟବେସିତ ଏହି…