ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ : ନୀଳାଦ୍ରି ମହୋଦୟ ଗ୍ରନ୍ଥ (୪ )
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ।
ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରରେ ପ୍ରଚଳିତ ଏକ ଅମୂଲ୍ୟ ଗ୍ରନ୍ଥ ନୀଳାଦ୍ରି ମହୋଦୟରେ ବର୍ଣ୍ଣିତ ପୂଜା ବିଧି ଆଲୋଚନା ଜାରି ରହିଛି। ଆଜି ସେହି ପର୍ଯ୍ଯାୟରେ ଜାଣିବା ସପ୍ତମ ଅଧ୍ୟାୟ…