ଲିଚୁକୋଳି ଖାଇଲେ ଏହି ସବୁ ରୋଗରୁ ମୁକ୍ତି ପାଇବା ସହ ଚମକିବ ତ୍ୱଚା
ଖରାଦିନେ ଲିଚୁ କୋଳିର ଚାହିଦା ସବୁଠୁ ଅଧିକ । ଲିଚୁକୋଳି ଖାଇବାକୁ ପ୍ରାୟ ସମସ୍ତେ ପସନ୍ଦ କରିଥାନ୍ତି । ଲିଚୁରେ ଆଣ୍ଟି-ଅକ୍ସିଡାଣ୍ଟ, ମିନେରାଲ ଓ ଭିଟାମିନ ରହିଥାଏ । ଯାହା ସ୍ୱାସ୍ଥ୍ୟପାଇଁ ଖୁବ୍ ଉପକାରୀ । ଲିଚୁରେ ମୁଖ୍ୟତଃ କାର୍ବୋହାଇଡ୍ରେଟ ଓ ଜଳ ରହିଥାଏ । ଏହାସହ ଏଥିରେ ବହୁ…