ଘଟଗାଁ ନିକଟରେ ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ ଘଟଣା : NHAI ପାଟ୍ରୋଲିଂ ଇନଚାର୍ଜ ଗିରଫ
ଆନନ୍ଦପୁର : ଘଟଗାଁ ନିକଟରେ ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ ଘଟଣା । ଏନଏଚଏଆଇର ପାଟ୍ରୋଲିଂ ଇନଚାର୍ଜଙ୍କୁ ଗିରଫ କଲା ଘଟଗାଁ ପୋଲିସ । ଏନଏଚ୍ ୨୦ ଦରଖଳାରୁ ନେଙ୍କଡାଘର ଯାଏଁ ସେ ପାଟ୍ରୋଲିଂ ଦାୟିତ୍ବରେ ଥିଲେ । ଗତକାଲି ଏନଏଚଏଆଇ ବିରୋଧରେ ପୋଲିସ ମାମଲା ରୁଜ୍ଜୁ କରିଥିଲା ।
ସୂଚନା…