ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ।
ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ସେବକଙ୍କ ବିଷୟରେ ଆଲୋଚନା କରିବା ସମୟରେ ଗୋଟିଏ କଥା ମନକୁ ଆସେ। ଏତେ ସବୁ ସେବା ସୃଷ୍ଟି କଲା କିଏ ? କାରଣ ଗୋଟିଏ ଗୋଟିଏ କାର୍ଯ୍ୟ ସମ୍ପାଦନ ପାଇଁ ୩ /୪ ପ୍ରକାର…